ଲୋକଙ୍କୁ ସଚେତନତା କରାଉଛନ୍ତି ଓଡ଼ିଆ ମହିଳା: ସୁରାଟରେ ବିବାଦ ପରେ ସହାୟତା

ଭଞ୍ଜନଗର,୧୩।୪(ଡି.ଏନ.ଏ)- ସୁରାଟ ଡ଼ାଇମଣ୍ଡନଗର ଅଞ୍ଚଳରେ ବସବାସ କରୁଥିବା ପ୍ରବାସୀ ଶ୍ରମିକମାନେ ଗତ ୧୦ ତାରିଖ ରାତିରେ ବକେୟା ଦରମା ସମେତ ବିଭିନ୍ନ ଦାବିନେଇ ରାଜରାସ୍ତାକୁ ଓହ୍ଲାଇଥିଲେ। ଏହାପରେ ସ୍ଥାନୀୟ ପୋଲିସ ପ୍ରଶାସନ ଲୋକଙ୍କୁ ବୁଝାଇ ସମସ୍ୟାର ସମାଧାନ କରିଥିଲେ। ଏଥିସହ ବର୍ତ୍ତମାନ ରିଲିଫ ସାମଗ୍ରୀ ମଧ୍ୟ ଯୋଗାଇ ଦିଆଯାଉଛି। ତଥାପି ସମସ୍ତଙ୍କ ପାଖରେ ରିଲିଫ୍‌ ପହଞ୍ଚତ୍ ପାରିନାହିଁ। ଏବେ ସେଠାରେ ପ୍ରବାସୀ ଓଡ଼ିଆ ମହିଳା ମଣ୍ଡଳର କର୍ମକର୍ତ୍ତା ଘର ଘର ବୁଲି କରୋନା ଭୂତାଣୁକୁ କିଭଳି ମୁକାବିଲା କରାଯିବ ସଚେତନତା କରାଉଛନ୍ତି। ପ୍ରବାସୀ ଓଡ଼ିଆ ସମାଜ ପକ୍ଷରୁ ମଧ୍ୟ ରିଲିଫ ବଣ୍ଟନ କରାଯାଉଛି।
(((ଫଟୋ୧୩ସି-ମହିଳା ମଣ୍ଡଳର କର୍ମକର୍ତ୍ତା ସଚେତନ କରାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri