ଲୋକଙ୍କୁ ସଚେତନ କଲା ଆର୍‌ପିଏଫ୍‌

ଛତ୍ରପୁର,୨ା୧(ଡି.ଏନ୍‌.ଏ.)-ଛତ୍ରପୁର କୋର୍ଟ ହଲ୍ଟ ଷ୍ଟେଶନ ନିକଟ ରେଡ୍ଡୀ ଷ୍ଟ୍ରିଟ୍‌ରେ ଗୁରୁବାର ସ୍ଥାନୀୟ ଆରପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି । ଏଥିରେ ଆରପିଏଫ୍‌ ଆଉଟପୋଷ୍ଟର ଏସ୍‌ଆଇ ଏଲ. ବି. ସିଂ ଓ ଷ୍ଟାଫ୍‌ ସାମିଲ ଥିଲେ । ଟ୍ରେନ୍‌ରେ ଯାତ୍ରା ବେଳେ ୧୮୨ ସୁରକ୍ଷା ହେଲ୍‌ପ ଲାଇନ୍‌ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲା । କୌଣସି ଦୁର୍ଘଟଣା ଆଶଙ୍କା ଥିଲେ ଉକ୍ତ ନମ୍ବରକୁ ଫୋନ୍‌ କରିବାକୁ କୁହାଯାଇଛି । ଆରଫିଏଫ୍‌ ତୁରନ୍ତ ଯାତ୍ରୀଙ୍କ ପାଖରେ ପହଞ୍ଚି ସହାୟତା ଯୋଗାଇଦେବେ । ଏଥିସହ ମହିଳା ଯାତ୍ରୀଙ୍କ ସୁରକ୍ଷା ନେଇ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଥିବା କୁହାଯାଇଥିଲା । ବିଭିନ୍ନ ସମୟରେ ଟ୍ରେନ୍‌ ଉପରକୁ ପିଲାମାନେ ପଥର ଫିଙ୍ଗୁଥିବାରୁ ଯାତ୍ରୀ ଆହତ ହେଉଛନ୍ତିି। ଏପରି ନ କକରିବାକୁ ଆରଫିଏପ୍‌ ପକ୍ଷରୁ ସଚେତନ କରାଯାଇଛି। ସେହିପରି ଆବଶ୍ୟକ ନ ହେଲେ ଚେନ୍‌ ପୁଲିଂ ନ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?