Posted inଫୁରସତ

ଲୋକଙ୍କ ଧ୍ୟାନ ଆକର୍ଷଣ କରୁଛି ଏହି ପରିବା ଦୋକାନ

ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଥିବା ଏକ ପରିବା ଦୋକାନ ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଏଠାରେ ଥିବା ଏକ ପରିବା ଦୋନ ଆଗରେ ଏକ ବୋର୍ଡ ରଖାଯାଇଛି। ଯେଉଁଥିଲେ ଲେଖାଯାଇଛି, ଯଦି ସମ୍ଭବ କିଣନ୍ତୁ, ନଚେତ୍‌ ମାଗଣାରେ ନେଇଯାନ୍ତୁ। ଏହି ପରିବା ଦୋକାନଟିକୁ ଜଣେ ଯୁବକ ଚଲାଇଛନ୍ତି। ରାହୁଲ ଲାଓ୍ବଡେ ନାମକ ଏହି ଯୁବକଙ୍କ ଜଣଙ୍କ ସ୍ନାତକ ପାସ୍‌ କରି ଏକ ଘରୋଇ କମ୍ପାନୀରେ କାମ କରନ୍ତି। ଏବେ ଦେଶରେ ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେଉଥିବା ଲୋକଙ୍କୁ ସେ ପନିପରିବା ଯୋଗାଉଛନ୍ତି। ଲକ୍‌ଡାଉନ୍‌ ସମୟରେ କମ୍ପାନୀ ତାଙ୍କୁ ଦରମା ଦେବା ବନ୍ଦ କରିଦେବାରୁ ରାହୁଲ ରୋଜଗାର ପାଇଁ ପିତାଙ୍କ ସହ ପନିପରିବା ବିକ୍ରୟ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରେ ସେ ଅନ୍ୟ ପନିପରିବା ବିକ୍ରେତାଙ୍କ ପରି ବଜାର ମୂଲ୍ୟରେ ପନିପରିବା ବିକ୍ରି କରୁଥିଲେ କିନ୍ତୁ ପରେ ସେ ଗରିବ ଲୋକଙ୍କୁ ମାଗଣାରେ ପନିପରିବା ଦେବାକୁ ସ୍ଥିର କଲେ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri