Posted inଜାତୀୟ

ଲୋକଙ୍କ ସ୍ବାଧୀନତା ଛଡ଼ାଇ ନେଇଛନ୍ତି ଯୋଗୀ ସରକାର: ବିଏସ୍‌ପି ପ୍ରବକ୍ତା

ଲକ୍ଷ୍ନୌ,୨୩।୧: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନରେ ଗଣତନ୍ତ୍ରର ହତ୍ୟା ହୋଇଛି। ସରକାର ଲୋକଙ୍କ ସ୍ବାଧୀନତା ଛଡ଼ାଇ ନେଇଛନ୍ତି। ଗୁରୁବାର ବିଏସ୍‌ପିର ରାଷ୍ଟ୍ରୀୟ ପ୍ରବକ୍ତା ସୁଧିନ୍ଦ୍ର ଭଦୋରିୟା ଏପରି କହି ଯୋଗୀ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାରତୀୟ ସମ୍ବିଧାନ ଦ୍ୱାରା ଲୋକଙ୍କୁ ପ୍ରଦାନ କରାଯାଇଥିବା ମୌଳିକ ଅଧିକାର ଉପରେ ପ୍ରହାର କରୁଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ବୁଧବାର ଯୋଗୀ ଆଦିତ୍ୟନାଥ କହିଥିଲେ ଯେ, ସିଏଏ ବିରୋଧରେ ପ୍ରଦର୍ଶନ କରି ସ୍ବାଧୀନତା ସ୍ଲୋଗାନ୍‌ ଦେଉଥିବା ଲୋକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏବେ ଯୋଗୀଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?