ଲୋକଙ୍କ ସ୍ବାସ୍ଥ୍ୟଠାରୁ ଆର୍ଥତ୍କ ପ୍ରସଙ୍ଗ ବଡ଼ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୬: ଲୋକଙ୍କ ସ୍ବାସ୍ଥ୍ୟଠାରୁ ଆର୍ଥତ୍କ ପ୍ରସଙ୍ଗ ବଡ଼ ନୁହେଁ। ଲକ୍‌ଡାଉନ ସମୟରେ ଘୋଷଣା ହୋଇଥିବା ଲୋନ୍‌ ମୋରାଟୋରିୟମ ମାମଲା ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ଗୁରୁବାର ଏହା କହିଛନ୍ତି। ମହାମାରୀ ସମୟରେ ଲୋକଙ୍କ ଋଣ ଉପରେ ସୁଧ ଛାଡ କରିବା ଲାଗି ଆର୍‌ବିଆଇ ସଫାସଫା ମନା କରି ଦେଇଛି। କେନ୍ଦ୍ରୀୟ ବ୍ୟାଙ୍କର ଏଭଳି ବ୍ୟବହାରକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଋଣ ଉପରେ ସୁଧଛାଡ ହେଲେ ବ୍ୟାଙ୍କଗୁଡିକ ପ୍ରାୟ ୨ ଲକ୍ଷ କୋଟି ଟଙ୍କାର କ୍ଷତି ସହିବେ ବୋଲି କେନ୍ଦ୍ରୀୟ ବ୍ୟାଙ୍କ ଉତ୍ତରରେ ନ୍ୟାୟାଳୟଙ୍କୁ କହିଛି। ବର୍ତ୍ତମାନ ଅଗଷ୍ଟ ୩୧ ଯାଏ ଲୋକଙ୍କୁ ଲୋନ୍‌ ମୋରାଟୋରିୟମ ପ୍ରଦାନ କରାଯାଇଛି। ମାମଲା ଉପରେ ଜଷ୍ଟିସ ଅଶୋକ ଭୂଷଣ, ଜଷ୍ଟିସ ସଞ୍ଜୟ କିଷାନ କୌଲ, ଜଷ୍ଟିସ ଏମ୍‌.ଆର୍‌.ଶାହ ଶୁଣାଣି କରୁଛନ୍ତି। ଏହି ପ୍ରସଙ୍ଗ ଊପରେ ଅର୍ଥ ମନ୍ତ୍ରଣାଳୟର କ’ଣ ପ୍ରସ୍ତୁତି ରହିଛି ସେ ନେଇ ସର୍ବୋଚ୍ଚ ନ୍ୟାୟଳୟ ଜାଣିବାକୁ ଚାହିଁଥିଲେ। ଜୁନ ୧୨ରେ ଏହି ମାମଲା ଉପରେ ପୁଣି ଶୁଣାଣି ହେବ। ଗୋଟିଏ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ଅର୍ଥ ମନ୍ତ୍ରଣାଳୟକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?