ଲୋକସମ୍ପର୍କ ମନ୍ତ୍ରୀଙ୍କ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ: ଆହାର କେନ୍ଦ୍ରରେ ଭୋଜନ

ଜୟପୁର,୨୬।୧୦(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶନିବାର ଅଚାନକ ପରିଦର୍ଶନ କରିଛନ୍ତି । ଏଥିସହ ସେ ରୋଗୀ ଏବଂ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କଠାରୁ ସେମାନଙ୍କ ସମସା୍ୟ ସମ୍ପର୍କରେ ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆହାର କେନ୍ଦ୍ରରେ ମଧ୍ୟାହ୍ନଭୋଜନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri