ଲୋକ ସଭାରେ ଓ୍ବେଜେସ୍‌ କୋଡ୍‌ ବିଲ୍‌ ଅନୁମୋଦିତ

ନୂଆଦିଲ୍ଲୀ,୩୧-୭: ଲୋକ ସଭାରେ ମଙ୍ଗଳବାର ଓ୍ବେଜେସ୍‌ କୋଡ୍‌ ବିଲ୍‌ ଅନୁମୋଦନ ଲାଭ କରିଛି। ଫଳରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ନିର୍ଦ୍ଧାରଣ କରିବାରେ ସୁବିଧା ହେବ। ଏହାଛଡ଼ା ସେମାନଙ୍କୁ ପାରିଶ୍ରମିକ/ଦରମା ମିଳିବାରେ ହେଉଥିବା ବିଳମ୍ବ ସମ୍ପର୍କରେ ସହଜରେ ନିଷ୍ପତ୍ତି ନେଇହେବ। ଏହି ବିଲ୍‌ ଅନୁମୋଦନ ଦ୍ୱାରା ଦେଶରେ କାର୍ଯ୍ୟରତ ପ୍ରାୟ ୫୦ କୋଟି ଶ୍ରମିକଙ୍କ ସମସ୍ୟାର ସମାଧାନ ସମ୍ଭବ ହେବ ବୋଲି ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର କହିଛନ୍ତି। ଏହି ବିଲ୍‌ ଏକ ଐତିହାସିକ ପଦକ୍ଷେପ ବୋଲି ସେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଲୋକ ସଭାରେ ଆଗତ ଏହି ବିଲ୍‌କୁ ସମୀକ୍ଷା କରି ଷ୍ଟାଣ୍ଡିଂ କମିଟି ଦେଇଥିବା ୨୪ ସୁପାରିସ୍‌ ମଧ୍ୟରୁ ସରକାର ୧୭ଟିକୁ ଗ୍ରହଣ କରି ନୂଆ ବିଲ୍‌ରେ ସଂଶୋଧନ କରିଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri