Posted inଜାତୀୟ

ଲୋକ ସଭା, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୬।୭: ଅଲ ଇଣ୍ଡିଆ ଆନ୍ନା ଦ୍ରାଭିଡ ମୁନେତ୍ରା କାଜଗମ(ଏଆଇଏଡିଏମ୍‌କେ) ଶନିବାର ତା’ର ଲୋକ ସଭା ଓ ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜୟାଲଳିଥାଙ୍କ କ୍ୟାବିନେଟର ମନ୍ତ୍ରୀ ଥିବା ଏ ମହମ୍ମଦ ଜାନ ଓ ଅନୁସୂଚିତ ଜାତିର ସ୍ଥାନୀୟ ନେତା ଏନ୍‌ ଚନ୍ଦ୍ରଶେଖରନଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ମନୋନୟନ କରାଯାଇଛି। ରାଜ୍ୟ ସଭା ପାଇଁ ଖାଲି ହୋଇଥିବା ୬ଟି ଆସନ ପାଇଁ ଆସନ୍ତା ୧୮ରେ ନିର୍ବାଚନ ହେବ। ସେହିପରି ଦଳ ଏ ସି ସନମୁଗମଙ୍କୁ ଭେଲୋର ଲୋକ ସଭା ଆସନରୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri