Posted inଫୁରସତ

ଲୋମଟାଙ୍କୁରା ଘଟଣା : ଜାହାଜରେ ଏକକାଳୀନ ୪୫୦୦ ଲୋକଙ୍କ ହୋଇଥିଲା ମୃତ୍ୟୁ

ପ୍ରତିଦିନ ରାସ୍ତାରେ ଗାଡ଼ିମୋଟର ଦୁର୍ଘଟଣା ଘଟି ଲୋକେ ମୃତାହତ ହେଉଥିବା ଜାଣିଛନ୍ତି। କିନ୍ତୁ ଜାହାଜରେ ଯାଉଥିବା ସମୟରେ ଏକକାଳୀନ ହଜାର ହଜାର ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା କେବେ ଶୁଣିଛନ୍ତି? ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଲୋମଟାଙ୍କୁରା ଘଟଣା ଘଟିଥିଲା ୧୯୪୭ ମସିହା ଜୁନ୍‌ ମାସରେ। ମଲ୍‌କାରୁ ‘ଏକ୍ସ ଡକ୍ସ’ ନାମକ ଏକ ଜାହାଜ ବାଣିଜ୍ୟ କାରବାର ନିମନ୍ତେ ୪୫୦୦ ଲୋକଙ୍କୁ ନେଇ ଯାଉଥିବା ସମୟରେ ଏକ ଅଘଟଣ ଘଟିଥିଲା। କୌଣସି କାରଣରୁ ଜାହାଜରେ ଥିବା ସମସ୍ତ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ନିକଟରେ ଥିବା ଅନ୍ୟ ଏକ ବାଣିଜି୍ୟକ ଜାହାଜ ‘ଦ ସିଲ୍‌ବଲ୍‌ ଷ୍ଟାର’ ସିଗ୍‌ନାଲ ଯୋଗେ ଜାଣିବାକୁ ପାଇଥିଲା। ସଙ୍ଗେ ସଙ୍ଗେ ଏହାର କର୍ମଚାରୀମାନେ ଅଘଟଣ ଘଟିଥିବା ଜାହାଜ ଭିତରକୁ ଯାଇ ମୃତଦେହଗୁଡ଼ିକ ଏଣେତେଣେ ପଡ଼ିଥିବା ଦେଖିବାକୁ ପାଇଥିଲେ। ମଣିଷ ତ ମଣିଷ ଏଥିରେ ଥିବା କୁକୁରଗୁଡ଼ିକ ମଧ୍ୟ ମରି ପଡ଼ିଥିଲେ। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଲା ମୃତଦେହଗୁଡ଼ିକରେ କୌଣସି କ୍ଷତଚିହ୍ନ ନ ଥିଲା। ବଏଲର ରୁମ୍‌ର ତାପମାତ୍ରା ୧୧୦ ଡିଗ୍ରୀ ଥିବା ସତ୍ତ୍ୱେ କର୍ମଚାରୀମାନଙ୍କୁ ଥଣ୍ଡା ଲାଗିଥିଲା। କିଛି ଲୋକ ପ୍ରାକୃତିକ ଗ୍ୟାସ୍‌ ଲିକ୍‌ ଯୋଗୁ ମୃତ୍ୟୁ ଘଟିଥିବା କହୁଥିବାବେଳେ ଆଉ କିଛି ଏହାକୁ ଭୌତିକ କାଣ୍ଡ ବୋଲି କହିଛନ୍ତି। ସେ ଯାହା ବି ହେଉନା କାହିଁକି ଆଜିପର୍ଯ୍ୟନ୍ତ ଏହି ଘଟଣା କେମିତି ଏବଂ କାହିଁକି ଘଟିଲା ଏ ସମ୍ପର୍କରେ ସ୍ପଷ୍ଟ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri