Posted inଜାତୀୟ

ଲ୍ୟାଣ୍ଡିଂ ସମୟରେ ବିମାନ ଦୁର୍ଘଟଣାଗ୍ରସ୍ତ

ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ଅଲୀଗଡ଼ରେ ଚାର୍ଟଡ କମ୍ପାନୀର ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ଧନୀପୁର ବିମାନ ବନ୍ଦରରେ ଲ୍ୟାଣ୍ଡିଂ କରୁଥିବା ସମୟରେ ଏକ ବିଦ୍ୟୁତ୍‌ ତାର ସହ ବିମାନଟି ଛନ୍ଦି ହୋଇଯାଇଥିବାରୁ ତଳେ ପଡ଼ିଯାଇଥିଲା। ଏହାପରେ ଉକ୍ତ ବିମାନଟିରେ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ବିମାନରେ ଥିବା ସମସ୍ତ ୬ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ ବିମାନରେ ଥିବା ୬ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri