ଶକ୍ତିକାନ୍ତଙ୍କୁ ଭେଟିଲେ ପିଏମ୍‌ସି ବ୍ୟାଙ୍କ ଜମାକାରୀ

ନୂଆଦିଲ୍ଲୀ,୨୩-୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ଜମକାରୀ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କୁ ଭେଟିଛନ୍ତି। ଜମାକାରୀଙ୍କ ଅର୍ଥ ବ୍ୟାଙ୍କରେ ସୁରକ୍ଷିତ ରହିଛି ବୋଲି ଗଭର୍ନର ପ୍ରତିଶ୍ରୁତି ଦେଇଛନ୍ତି। ଏହି ମାମଲା ଉପରେ କେନ୍ଦ୍ରୀୟ ବ୍ୟାଙ୍କ ନଜର ରଖିଛି। ଏହି ମାମଲା ଉପରେ ୨୭ ଅକ୍ଟୋବରରେ ଏକ ପ୍ରେସ ବୈଠକ ଅନୁଷ୍ଠିତ ହେବ ବୋଲି ଗଭର୍ନର କହିଛନ୍ତି। ଜମାକାରୀଙ୍କୁ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ୩୦ ତାରିଖ ଯାଏ ସମୟ ଦିଆଯାଇଛି। ଏହି ପ୍ରସଙ୍ଗ ଉପରେ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ମଧ୍ୟ ଅବଗତ କରାଯାଉଥିବା ସେ କହିଛନ୍ତି। ଜମାକାରୀଙ୍କ ଲାଗି ଉଠାଣ ନିୟମକୁ ବର୍ତ୍ତମାନ ସାମାନ୍ୟ କୋହଳ କରାଯାଇ ୪୦ ହଜାର ଟଙ୍କା ରଖାଯାଇଛି। ଉଠାଣ କଟକଣା ଯୋଗୁ ଗ୍ରାହକମାନେ ବିଭିନ୍ନ ଅସୁବିଧା ସାମ୍ନା କରୁଛନ୍ତି। ବ୍ୟାଙ୍କରେ ଟଙ୍କା ଥାଇ ମଧ୍ୟ ଲୋକମାନେ ପିଲାଙ୍କୁ ସ୍କୁଲ ଫିସ, ସ୍ବାସ୍ଥ୍ୟ ଖର୍ଚ୍ଚ ଲାଗି ଟଙ୍କା ଉଠାଣ କରିବାକୁ ସକ୍ଷମ ହେଉ ନାହାନ୍ତି। ବ୍ୟାଙ୍କରେ ରଖିଥିବା ଜମା ଅର୍ଥ ବୁଡିଯିବା ନେଇ ଏବେ ଯାଏ କିଛି ଲୋକଙ୍କର ଜୀବନ ହାନି ମଧ୍ୟ ହୋଇଛି। ଉକ୍ତ ମାମଲାରେ ଏଚ୍‌ଡିଆଇଏଲ୍‌ ପ୍ରମୋଟର ହାଜତ ମିଆଦକୁ କୋର୍ଟ ଚଳିତ ମାସ ୨୪ ଯାଏ ବୃଦ୍ଧି କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri