ଶକ୍ତିମନ୍ତ୍ରୀଙ୍କ ତାଗିଦ୍‌ ପରେ ମଣ୍ଡିରୁ ଉଠିଲା ଧାନ

ଜୁନାଗଡ,୧୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ବିଭିନ୍ନ ମଣ୍ଡିକୁ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଦିବ୍ୟଶଙ୍କର ପ୍ରଥମେ ବ୍ଲକର ଚାରବାହାଲ ପରେ ଗୌଡଛେଣ୍ଡିଆ ଓ ଚିକିଲି ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସ୍ଥାନୀୟ ଚାଷୀଙ୍କ ସମସ୍ୟା ବୁଝିବା ସହ ବିକ୍ରି ନ ହୋଇ ପଡିରହିଥିବା ଧାନକୁ ଶୀଘ୍ର ଉଠାଣ କରିବାକୁ ବିଭାଗୀୟ ଅଧିକାରୀ ଓ ମିଲର୍ସଙ୍କୁ ତାଗିଦ କରିଥିଲେ। ମନ୍ତ୍ରୀଙ୍କ ତାଗିଦ ପରେ ଉକ୍ତ ମଣ୍ଡିମାନଙ୍କରେ ତରବରିଆ ଭାବେ ଧାନ ଉଠାଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଅନ୍ୟମାନଙ୍କ ମଧ୍ୟରେ ଭବାନୀପାଟଣା ପୂର୍ବତନ ପୌରାଧ୍ୟକ୍ଷ ଆଦିତ୍ୟ ପ୍ରସାଦ ନନ୍ଦ, ମହିଚଲା ସରପଞ୍ଚ ଅଜୟ କୁମାର ବେହେରା, ଦିନେଶ ବଗର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri