ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟପନ୍ଥା ସ୍ଥିର ହେବ: ଗଜପତି

ରଥଯାତ୍ରା ବନ୍ଦକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ନିଷ୍ପତ୍ତି ଶୁଣିବା ପରେ ବିଶ୍ୱର କୋଣ ଅନୁକୋଣରେ ଥିବା ଜଗନ୍ନାଥପ୍ରେମୀ ଭକ୍ତଙ୍କ ହୃଦୟକୁ ବାଧିଥିବ, ଏହା ନିଶ୍ଚିତ ଦୁଃଖଦାୟକ। କିନ୍ତୁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତିକୁ ସମ୍ପୂର୍ଣ୍ଣ ଭାବେ ପାଳନ କରିବା ସମସ୍ତଙ୍କର କର୍ତ୍ତବ୍ୟ। ଏଥିରେ କୌଣସି ଦ୍ୱିମତ ନାହିଁ। ଖୁବ୍‌ଶୀଘ୍ର ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା ସମିତି ବୈଠକ ବସିବ। ବାହାରେ ଯଦି ମହାପ୍ରଭୁଙ୍କ ରଥଯାତ୍ରା ହୋଇପାରିବ ନାହିଁ, ଶ୍ରୀମନ୍ଦିର ଭିତରେ କ’ଣ ନୀତି କରାଯାଇପାରିବ ସେ ସମ୍ପର୍କରେ ପରମପୂଜ୍ୟ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ସହିତ ଆଲୋଚନା କରାଯିବ। ଗୁରୁଜୀଙ୍କ ପରାମର୍ଶ ଏବଂ ସିଦ୍ଧାନ୍ତ ଅନୁସାରେ ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ। ତେବେ ଅତୀତରେ କେତେଥର ରଥଯାତ୍ରା ବନ୍ଦ ହୋଇଛି ପ୍ରଶ୍ନରେ ଗଜପତି ମହାରାଜା କହିଥିଲେ, ଯେତେବେଳେ ମୋଗଲ ସୈନ୍ୟମାନଙ୍କ ଆକ୍ରମଣ ହୋଇଛି ସେତେବେଳେ ମହାପ୍ରଭୁଙ୍କୁ ଅନ୍ୟତ୍ର ବିଜେ କରାଯାଇଛି। ମହାପ୍ରଭୁ ଶ୍ରୀମନ୍ଦିରରେ ନ ଥିବା ଯୋଗୁ ରଥଯାତ୍ରା ହୋଇପାରି ନାହିଁ। ବର୍ତ୍ତମାନ ଯେଉଁ କୋଭିଡ଼ ସଂକ୍ରମଣ ଚାଲିଛି ତାହା ମଧ୍ୟ ସେହିଭଳି ପରିସ୍ଥିତି ସୃଷ୍ଟି କରିଛି ବୋଲି ଗଜପତି ମହାରାଜା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri