ଶଟ୍‌ଡାଉନ୍‌ରେ ରାଜଧାନୀବାସୀଙ୍କ ପାଇଁ ଆମିଷର ‘ହୋମ୍‌ ଡେଲିଭରି’: ଚିଲିକା ଫ୍ରେସ, ଓପୋଲ୍‌ଫେଡ୍‌ ଜାରି କଲା ମୋବାଇଲ୍‌ ନଂ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ କରୋନା ପ୍ରଭାବକୁ ଦୃଷ୍ଟିରେ ରଖି ଜୁନ ୩୦ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଔଷଧ ଏବଂ କିଛି ଅତ୍ୟାବଶ୍ୟକୀୟ ସେବାକୁ ଛାଡ଼ି ବାକି ସବୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି। ହେଲେ ଆଗାମୀ ଦିନରେ ଶଟ୍‌ଡାଉନ୍‌ ସମୟରେ ରାଜଧାନୀବାସୀଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଅଣ୍ଡା, ସ୍ବାସ୍ଥ୍ୟପ୍ରଦ କୁକୁଡ଼ା ମାଂସ, ମାଛ ଓ ଚିଙ୍ଗୁଡ଼ି ଘରେ ଉପଲବ୍ଧ କରାଯିବାର ବନ୍ଦୋବସ୍ତ କରାଯାଇଛି। ଭୁବନେଶ୍ୱରସ୍ଥିତ ଓପୋଲ୍‌ଫେଡ୍‌ ଓ ଚିଲିକା ଫ୍ରେସ୍‌ ବିକ୍ରୟ କେନ୍ଦ୍ର ମାଧ୍ୟମରେ ‘ହୋମ୍‌ ଡେଲିଭରି’ କରାଯିବ। ଏଥିପାଇଁ ଶୁକ୍ରବାର ମୋବାଇଲ୍‌ ନଂ ଜାରି କରାଯାଇଛି।

ଚିଲିକା ଫ୍ରେସ୍‌ ବିକ୍ରୟ କେନ୍ଦ୍ରର ଯୋଗାଯୋଗ ଦୂରାଭାଷ ନଂ:
ଜେନେରାଲ ମ୍ୟାନେଜର୍‌: ୭୮୯୪୯୨୧୫୩୭
ଶିରିପୁର ଚିଲିକା ଫ୍ରେସ୍‌: ୯୦୪୦୧୪୪୦୬୫
ସିଆର୍‌ପି ଚିଲିକା ଫ୍ରେସ୍‌: ୯୦୪୦୭୧୧୫୬୬
ଶହୀଦନଗର ଚିଲିକା ଫ୍ରେସ: ୯୮୬୧୫୧୧୧୯୮

ଓପୋଲ୍‌ଫେଡ୍‌ ବିକ୍ରୟ କେନ୍ଦ୍ରର ଯୋଗାଯୋଗ ଦୂରାଭାଷ ନଂ:
ଶହୀଦନଗର ଓପୋଲ୍‌ଫେଡ୍‌: ୮୪୮୦୨୨୬୦୮୬/ ୯୯୩୮୨୮୮୪୬୮

ଆଇଆର୍‌ସି ଭିଲେଜ୍‌ ଓପୋଲଫେଡ୍‌: ୮୪୮୦୨୨୮୦୫୩/ ୯୪୩୯୩୪୯୫୨୧
ଓୟୁଏଟି ପରିସର ଓପୋଲ୍‌ଫେଡ୍‌: ୭୮୭୩୦୦୯୬୧୯/ ୭୮୭୩୫୫୮୮୩୩
ଚନ୍ଦ୍ରଶେଖରପୁର ଓପୋଲଫେଡ୍‌: ୯୮୬୧୦୯୨୧୩୮/ ୯୦୪୦୫୧୬୪୯୬


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri