ଶଟ୍‌ଡାଉନ୍‌ରେ ରାଜଧାନୀବାସୀଙ୍କ ପାଇଁ ଆମିଷର ‘ହୋମ୍‌ ଡେଲିଭରି’: ଚିଲିକା ଫ୍ରେସ, ଓପୋଲ୍‌ଫେଡ୍‌ ଜାରି କଲା ମୋବାଇଲ୍‌ ନଂ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ କରୋନା ପ୍ରଭାବକୁ ଦୃଷ୍ଟିରେ ରଖି ଜୁନ ୩୦ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଔଷଧ ଏବଂ କିଛି ଅତ୍ୟାବଶ୍ୟକୀୟ ସେବାକୁ ଛାଡ଼ି ବାକି ସବୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି। ହେଲେ ଆଗାମୀ ଦିନରେ ଶଟ୍‌ଡାଉନ୍‌ ସମୟରେ ରାଜଧାନୀବାସୀଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଅଣ୍ଡା, ସ୍ବାସ୍ଥ୍ୟପ୍ରଦ କୁକୁଡ଼ା ମାଂସ, ମାଛ ଓ ଚିଙ୍ଗୁଡ଼ି ଘରେ ଉପଲବ୍ଧ କରାଯିବାର ବନ୍ଦୋବସ୍ତ କରାଯାଇଛି। ଭୁବନେଶ୍ୱରସ୍ଥିତ ଓପୋଲ୍‌ଫେଡ୍‌ ଓ ଚିଲିକା ଫ୍ରେସ୍‌ ବିକ୍ରୟ କେନ୍ଦ୍ର ମାଧ୍ୟମରେ ‘ହୋମ୍‌ ଡେଲିଭରି’ କରାଯିବ। ଏଥିପାଇଁ ଶୁକ୍ରବାର ମୋବାଇଲ୍‌ ନଂ ଜାରି କରାଯାଇଛି।

ଚିଲିକା ଫ୍ରେସ୍‌ ବିକ୍ରୟ କେନ୍ଦ୍ରର ଯୋଗାଯୋଗ ଦୂରାଭାଷ ନଂ:
ଜେନେରାଲ ମ୍ୟାନେଜର୍‌: ୭୮୯୪୯୨୧୫୩୭
ଶିରିପୁର ଚିଲିକା ଫ୍ରେସ୍‌: ୯୦୪୦୧୪୪୦୬୫
ସିଆର୍‌ପି ଚିଲିକା ଫ୍ରେସ୍‌: ୯୦୪୦୭୧୧୫୬୬
ଶହୀଦନଗର ଚିଲିକା ଫ୍ରେସ: ୯୮୬୧୫୧୧୧୯୮

ଓପୋଲ୍‌ଫେଡ୍‌ ବିକ୍ରୟ କେନ୍ଦ୍ରର ଯୋଗାଯୋଗ ଦୂରାଭାଷ ନଂ:
ଶହୀଦନଗର ଓପୋଲ୍‌ଫେଡ୍‌: ୮୪୮୦୨୨୬୦୮୬/ ୯୯୩୮୨୮୮୪୬୮

ଆଇଆର୍‌ସି ଭିଲେଜ୍‌ ଓପୋଲଫେଡ୍‌: ୮୪୮୦୨୨୮୦୫୩/ ୯୪୩୯୩୪୯୫୨୧
ଓୟୁଏଟି ପରିସର ଓପୋଲ୍‌ଫେଡ୍‌: ୭୮୭୩୦୦୯୬୧୯/ ୭୮୭୩୫୫୮୮୩୩
ଚନ୍ଦ୍ରଶେଖରପୁର ଓପୋଲଫେଡ୍‌: ୯୮୬୧୦୯୨୧୩୮/ ୯୦୪୦୫୧୬୪୯୬


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri