ଶଟ୍‌ଡାଉନ ସମୟରେ ବାଲି ଚୋରାଚାଲାଣ

ଦେଓଗାଁ,୧୪ା୬(ଡି.ଏନ.ଏ)-ବଲାଙ୍ଗୀର ଜିଲା ଦେଓଗାଁ ତହସିଲ ଅନ୍ତର୍ଗତ ସୋନଗଡ ନଦୀ ଓ ତେଲନଦୀ ଅଞ୍ଚଳରୁ ପ୍ରତ୍ୟହ ଚାଲି ଚୋରାଚାଲାଣ ହେଉଛି। ଏପରିକି ଶନିବାର ଓ ରବିବାର ଶଟଡାଉନ ସମୟରେ ମଧ୍ୟ ବେଆଇନଭାବେ ଟ୍ରାକ୍ଟରରେ ବାଲି ଚୋରାଚାଲାଣ ହେଉଛି ା ଗତ ମାର୍ଚ୍ଚ ମାସରୁ ବାଲିଘାଟଗୁଡିକର ଲିଜ ଅବଧି ସରିଯାଇଛି ା କରୋନା ମୁକାବିଲା ଯୋଗୁଁ ନିଲାମ ପ୍ରକ୍ରିୟା ବିଳମ୍ବରେ ଏବେ ଆରମ୍ଭ ହୋଇଛି ା ହେଲେ ନିଲାମ ଶେଷ ହେବା ପୂର୍ବରୁ ବାଲିଘାଟମାନଙ୍କରୁ ଟ୍ରାକ୍ଟର ମାନଙ୍କରେ ବାଲିଚାଲାଣ ହେଉଛି ା ଏ ନେଇ ବାରମ୍ବାର ଅଭିଯୋଗ ହେଲେ ମଧ୍ୟ ତହସିଲ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହେଉଛି ା ଜରାସିଂହାର ସତୀଘାଟ, ସାଲେପାଲି ନିକଟ ଉଚ୍ଚବାହାଲିଘାଟ, ଚନ୍ଦ୍ରପୁର ରେଳଧାରଣା ପାଖରୁ ବାଲିଚୋରା ଚାଲାଣ ହେଉଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି ା ଶନିବାର ଜରାସିଂହା ପଟରୁ ବରକାନୀ ନିକଟସ୍ଥ ମାହାକୁରପାଲି ଅଞ୍ଚଳର ଏକ ନମ୍ବର ବିହୀନ ଟ୍ରାକ୍ଟରରେ ବାଲି ବୋଝେଇ ହୋଇ ଶିରାବାହାଲ ହାଇସ୍କୁଲ ଛକ ଦେଇ ଘୁଚିପାଲି ଅଭିମୁଖେ ଯାଉଥିବା ଦେଖାଯାଇଥିଲା ା ଏ ନେଇ ସମ୍ପୃକ୍ତ ଟ୍ରାକ୍ଟର ମାଲିକଙ୍କୁ ପଚାରିବାରୁ ବାଲିଘାଟ ନିଲାମ ହୋଇ ନ ଥିବାରୁ ଆମେ ବାଧ୍ୟ ହୋଇ ବାଲି ଆଣିବାକୁ ପଡୁଛି ବୋଲି କହିଥିଲେ। ଏଣୁ ବେଆଇନ ଚାଲାଣର ଅସୁଲି ଟଙ୍କା ନେଉଛି କିଏ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ତହସିଲଦାର ସୋନାଲି ପାତ୍ରଙ୍କୁ ପଚାରିବାରୁ ଚଢ଼ାଉ ଜାରୀ ରହିଛି, ଆଗକୁ ସମ୍ପୃକ୍ତ ଅଞ୍ଚଳରେ ମଧ୍ୟ ଚଢ଼ାଉକୁ ଜୋରଦାର କରାଯିବ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ...

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ...

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ...

ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ 

ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ  ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ  ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି...

ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ

ଲାଠୋର, ୧୧ା୪(ଭୁବନେଶ୍ୱର ବାରିକ)ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ ଅଧିନ ବିଜମାଲପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ପ୍ରଧାନ ଶିକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri