ଶତବାର୍ଷିକୀରେ ନୀଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ବାସୁଦେବପୁର,୨୫ା୫(ଡି.ଏନ୍‌.ଏ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାସୁଦେବପୁରର ପୂର୍ବତନ ବିଧାୟକ ସ୍ବର୍ଗତ ନୀଳମଣି ରାଉତରାୟଙ୍କର ଜନ୍ମ ଶତବାର୍ଷିକୀ ଉତ୍ସବ ରବିବାର ପାଳିତ ହୋଇଯାଇଛି। ସକାଳେ ବାସୁଦେବପୁରସ୍ଥିତ ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସାମ୍ନାରେ ଥିବା ସ୍ବର୍ଗତ ରାଉତରାୟଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ତଥା ବିଜେଡି ଜିଲା ସଭାପତି ଜଗନ୍ନାଥ ସ୍ବାଇଁ ଅତିଥି ଭାବେ ଯୋଗଦେଇ ମାଲ୍ୟାର୍ପଣ କରିଥିଲେ। ପୂର୍ବାହ୍ନରେ ଓଡ଼ିଆ ଭାଷା ସାହିତ୍ୟ ତଥା ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସ୍ବର୍ଗତ ରାଉତରାୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଡାକ୍ତରଖାନା ଯାଇ ରୋଗୀଙ୍କୁ ଫଳ ବଣ୍ଟନ କରିଥିଲେ। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକଙ୍କ ପ୍ରତିନିଧି ଅସୀତ ଦାଶ, ଏମ୍‌ପିଙ୍କ ପ୍ରତିନିଧି ସୁରେଶ ଚନ୍ଦ୍ର ମହାନ୍ତି, ବ୍ଲକ ବିଜେଡି ସଭାପତି ତଥା ସରପଞ୍ଚ ଦୀନବନ୍ଧୁ ଦାସ, ନଗର ସଭାପତି ଶ୍ୟାମସୁନ୍ଦର ମହାନ୍ତି, ସରପଞ୍ଚ ପ୍ରଫୁଲ୍ଲ ପଳିତା, ପୂର୍ବତନ ସରପଞ୍ଚ ନିର୍ମଳ ମଣ୍ଡଳ, ସମିତିସଭ୍ୟ ରତିକାନ୍ତ ବାରିକ, ମାନସ ରଞ୍ଜନ ସାହୁ, ଯୁବ ବିଜେଡ଼ି ଜିଲା ସମ୍ପାଦକ ଦେବଦର୍ଶନ ଦାଶଙ୍କ ସମେତ ବିଭିନ୍ନ ବର୍ଗର ଲୋକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri