Posted inଜାତୀୟ

ଶପଥ ଗ୍ରହଣ ଉତ୍ସବରେ ବିମ୍‌ଷ୍ଟେକ୍‌ ନେତା

ନୂଆଦିଲ୍ଲୀ,୩୦ା୫:(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ବିମ୍‌ଷ୍ଟେକ୍‌ (ବେ ଅଫ୍‌ ବେଙ୍ଗଲ୍‌ ଇନିସିଏଟିଭ୍‌ ଫର ମଲ୍ଟି-ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ)ର ସଦସ୍ୟ ରାଷ୍ଟ୍ର ବାଂଲାଦେଶ, ମ୍ୟାନ୍‌ମାର, ଶ୍ରୀଲଙ୍କା, ଥାଇଲାଣ୍ଡ, ନେପାଳ ଓ ଭୁଟାନର ନେତାମାନେ ଯୋଗଦେଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ବାଂଲାଦେଶ ରାଷ୍ଟ୍ରପତି ଅବଦୁଲ୍‌ ହମିଦ ବୁଧବାର ରାତିରୁ ନୂଆଦିଲ୍ଲୀରେ ପହଞ୍ଚତ୍ଥିବାବେଳେ, ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା, ଭୁଟାନ ପ୍ରଧାନମନ୍ତ୍ରୀ ଡ. ଲୋଟେ ଶେରିଙ୍ଗ ଗୁରୁବାର ଏଠାରେ ପହଞ୍ଚତ୍ଥିଲେ। ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜଗନାଥ, ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, କିର୍‌ଗିଜ୍‌ ରିପବ୍ଲିକ୍‌ ରାଷ୍ଟ୍ରପତି ସୁରୋନବେ ଜନାବେକୋଭ୍‌, ମ୍ୟାନ୍‌ମାର ରାଷ୍ଟ୍ରପତି ୟୁ. ଓ୍ବିନ ମିଣ୍ଟ୍‌, ଥାଇଲାଣ୍ଡର ସ୍ବତନ୍ତ୍ର ଦୂତ ଗ୍ରସାଡା ବୁନ୍‌ରାଚ୍‌ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ ୨୦୧୪ରେ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସାର୍କ (ଦକ୍ଷିଣ ଏସିଆ ଆଞ୍ଚଳିକ ସହଯୋଗ ସଂଘ)ରାଷ୍ଟ୍ରର ମୁଖ୍ୟମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri