Posted inଜାତୀୟ

ଶପଥ ଗ୍ରହଣ ପୂର୍ବରୁ ମହାତ୍ମା-ଅଟଳ-ଶହୀଦ୍‌ଙ୍କୁ ମୋଦି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୩୦।୫: ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ନରେନ୍ଦ୍ର ମୋଦି ଗୁରୁବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ରାଜଘାଟରେ ପହଞ୍ଚି ସକାଳ ୭ଟାରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଅମିତ ଶାହ ଏବଂ ଭାଜପାର ସମସ୍ତ ଏମ୍‌ପି ଉପସ୍ଥିତ ଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ବୀର ମେମୋରିଆଲ ପହଞ୍ଚି ଦେଶ ପାଇଁ ପ୍ରାଣବଳୀ ଦେଇଥିବା ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହୁ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri