Posted inଜାତୀୟ

ଶପଥ ନେଲେ ମନମୋହନ

ନୂଆଦିଲ୍ଲୀ,୨୩।୮: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ରାଜ୍ୟସଭା ସଦସ୍ୟ ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ରାଜସ୍ଥାନ ଆସନରୁ ମନମୋହନ କଂଗ୍ରେସ ଦଳର ପ୍ରାର୍ଥୀ ଭାବେ ନିର୍ଦ୍ଦୋନ୍ଦ୍ୱରେ ନିର୍ବାଚିତ ହୋଇଥିଲେ। ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କିଆ ନାଇଡୁଙ୍କ ଉପସ୍ଥିତିରେ ମନମୋହନ ଶପଥ ଗ୍ରହଣ କରିଛନ୍ତି। ତେବେ ଶପଥ ଗ୍ରହଣ ଉତ୍ସବରେ ସୋନିଆ ଗାନ୍ଧୀ, ଗୁଲାମ ନବି ଆଜାଦ, ରାହୁଲ ଗାନ୍ଧୀ, ଅହମ୍ମଦ ପଟେଲ ଓ ଅନ୍ୟ କଂଗ୍ରେସ ନେତାମାନେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଉପମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏବେ ଦଳର ମୁଖ୍ୟ କେହି ନାହିଁ କହିଲେ ଚଳେ। ଯଦିଓ ସୋନିଆଙ୍କୁ ଦଳର ନେତୃତ୍ୱ ଦିଆଯାଇଛି ତାହା କିନ୍ତୁ ସ୍ଥାୟୀ ଭାବେ ନ ହୋଇ ଥିବାରୁ ଏବେବି ଦଳକୁ ନେଇ ଆଶା ଆଶଙ୍କା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri