ଶପଥ ନେଲେ ସରପଞ୍ଚ: ‘ନିଜେ ବାହାରୁ ଆସିଥିବା ଶ୍ରମିକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବୁ’

ଶେରଗଡ଼, ୨୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଭିଡିଓ କନଫେରନ୍ସି ହଲ୍‌ରେ ଶେରଗଡ଼ ବ୍ଲକର ସମସ୍ତ ସରପଞ୍ଚମାନେ ଏକ ଶପଥ ନେଇଛନ୍ତି। ସରପଞ୍ଚ ଭାବେ ନିଜେ ପଞ୍ଚାୟତକୁ ଫେରିଥିବା ଶ୍ରମିକମାନଙ୍କୁ ନେଇ ଗ୍ରାମ ପଞ୍ଚାୟତଗୁଡ଼ିକରେ ଖୋଲାଯାଇଥିବା କ୍ୱାରାଣ୍ଟାଇନ୍‌ ଗୃହରେ ରଖିବୁ । ସେମାନଙ୍କ ରହିବା, ଖାଇବା ବ୍ୟବସ୍ଥା କରିବୁ। ସେମାନଙ୍କ ଉଚିତ ବ୍ୟବସ୍ଥା କରିବାରେ ସହଯୋଗ କରିବୁ। ଆଜିଠାରୁ ମୋ ପଞ୍ଚାୟତରେ କେହି ଆସି ପହଁଚିଲେ ମୁଁ ସେମାନଙ୍କ ପଞ୍ଜିକରଣ କରାଇ କ୍ୱାରାଣ୍ଟାଇନ୍‌ରେ ରଖିବାର ସହଯୋଗ କରିବୁ ବୋଲି ସରପଞ୍ଚମାନେ ଶପଥ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ଶପଥ ପାଠ କରାଇଥିଲେ। ଉକ୍ତ ସମୟରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପଞ୍ଚାୟତର ସରପଞ୍ଚମାନେ ଜିଲାପାଳ କ୍ଷମତା ସହ କୋଭିଡ ୧୯ ମୁକାବିଲା କରିବାର ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ଭିଡିଓ କନଫେରନ୍ସି କୁହାଯାଇଥିଲା। ଉକ୍ତ ଶପଥ ପାଠ ଉତ୍ସବରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ା ସମେତ ସମସ୍ତ ସରପଞ୍ଚ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri