ଶବ୍ଦ ପ୍ରଦୂଷଣ ଅଭିଯୋଗ, ୨ ଡିଜେ ଗାଡି ଜବତ ୪୪ ହଜାର ୫ ଶହ ଟଙ୍କା ଜରିମାନା

ଆସିକା,୭ା୯(ଡି.ଏନ୍‌.ଏ.)- ଆସିକା ଥାନା ଇଲାକାରେ ବେଆଇନ ଭାବେ ଶବ୍ଦ ପ୍ରଦୂଷଣ କରୁଥିବା ଅଭିଯୋଗରେ ୨ଟି ଡିଜେ ଗାଡିକୁ ଶୁକ୍ରବାର ପୋଲିସ ଜବତ କରିଛି। ଏ ନେଇ ଦୁଇଟି ମାମଲା ରୁଜୁ ହୋଇଛି। ଆସିକା ଏନ୍‌ଏସି ବାଣୀବିହାର ଏବଂ କାଳଷଣ୍ଢପୁର ଗ୍ରାମରେ ଭସାଣି ଶୋଭାଯାତ୍ରାରୁ ପୋଲିସ ଏହାକୁ ଜବତ କରିଛି। ନଂ.୬୪/୧୯ରେ ଡିଜେ ମାଲିକ ପବିତ୍ର କୁମାର ବେହେରା ଏବଂ ନଂ.୬୫/୧୯ରେ ସୁଶାନ୍ତ କୁମାର ବେହେରାଙ୍କ ନାମରେ ଆସିକା ଥାନାରେ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ଅପରପକ୍ଷେ ଡିଜେ ବୋହି ନେଉଥିବା ପିକଅପ୍‌ ଭ୍ୟାନଗୁଡିକର କାଗଜପତ୍ର ଯାଞ୍ଚ କରି ନୂତନ ଟ୍ରାଫିକ୍‌ ନିୟମ ଅନୁସାରେ ଗୋଟିଏ ଗାଡିକୁ ୩୭ ହଜାର ଓ ଅନ୍ୟଏକ ଗାଡିକୁ ୭ ହଜାର ୫ଶହ ଟଙ୍କା ଜରିମାନା କରାଯିବା ସହ ସମ୍ପୃକ୍ତ ଗାଡିକୁ ଜବତ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

ମାତ୍ର ୧୫ ବର୍ଷ ବୟସରେ ଏତିକି କୋଟି ଟଙ୍କାର ମାଲିକ ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୫।୬:ନିକଟରେ ଶେଷ ହୋଇଥିବା IPLରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଥମୁନି ଚର୍ଚ୍ଚା। କେବଳ ଲୋକପ୍ରିୟତା ନୁହେଁ ବରଂ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri