ଶରୀର ପାଇଁ ଉପକାରୀ ଅମୃତଭଣ୍ଡା ଚା’

କଞ୍ଚା ହେଉ ବା ପାଚିଲା ଅମୃତଭଣ୍ଡା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିନ୍ତୁ ଅମୃତଭଣ୍ଡାରୁ ପ୍ରସ୍ତୁତ ଚା’ ପିଇଲେ ଶରୀରରୁ ଅନେକ ରୋଗ ଦୂର ହୋଇଥାଏ। ଅମୃତଭଣ୍ଡା ଚା’ ସମ୍ପର୍କରେ ଖୁବ୍‌ କମ୍‌ ଲୋକଙ୍କୁ ଜଣା। କିନ୍ତୁ ଚିକିତ୍ସା ବିଜ୍ଞାନ ଜଗତରେ ଏହି ଚା’ର ବିଶେଷ ମହତ୍ତ୍ୱ ରହିଛି। ଗଣ୍ଠିବାତ ଯନ୍ତ୍ରଣା ବ୍ୟତୀତ ଏହି ଚା’ ଆହୁରି ଅନେକ ରୋଗର ନିଦାନରେ ସାହାଯ୍ୟ କରିଥାଏ। ଅମୃତଭଣ୍ଡା ଶରୀରରେ ୟୁରିକ୍‌ ଏସିଡ୍‌ ମାତ୍ରାକୁ ହ୍ରାସ କରିଥାଏ। ଏହି ଚା’ ପ୍ରସ୍ତୁତି ପାଇଁ ପ୍ରଥମେ ଅମୃତଭଣ୍ଡାକୁ ଛୋଟ ଛୋଟ ଟୁକୁଡ଼ା କରି ପାଣିରେ ଧୋଇବାକୁ ପଡ଼େ। ପରେ ଏକ ପାତ୍ରରେ ୨ କପ୍‌ ପାଣି ଦେଇ ଏହି ଟୁକୁଡ଼ାକୁ କିଛି ସମୟ ଆଞ୍ଚରେ ବସାଯାଏ। ପରେ ପାଣିକୁ ଛାଣି ସେଥିରେ ଗ୍ରୀନ୍‌ ଟି’ ବ୍ୟାଗ୍‌ ପକାଇ ଗରମ ଗରମ ପିଅନ୍ତୁ। ଏହି ଚା’ ପିଇବା ଦ୍ୱାରା ରକ୍ତବାତ ରୋଗ ତ ଭଲ ହୁଏ, ତା’ ସାଙ୍ଗକୁ ପୁରୁଣା ଯନ୍ତ୍ରଣାରୁ ମଧ୍ୟ ଉପଶମ ମିଳିଥାଏ। ବାତରକ୍ତ ଏକ ଗମ୍ଭୀର ସମସ୍ୟା, ଯେଉଁ କାରଣରୁ ପୀଡ଼ିତଙ୍କୁ ଦୀର୍ଘଦିନ ପର୍ଯ୍ୟନ୍ତ ଜଏଣ୍ଟ୍‌ ପେନ୍‌ର ସମ୍ମୁଖୀନ ହେବାକୁ ପଡ଼େ। ଆଜିକାଲି ଅନେକ ଲୋକଙ୍କଠାରେ ଏହି ଗମ୍ଭୀର ସମସ୍ୟା ଦେଖିବାକୁ ମିଳୁଛି। ଏହାର ମୁଖ୍ୟ କାରଣ ଶରୀରରେ ୟୁରିକ୍‌ ଏସିଡ୍‌ର ମାତ୍ରାଧିକ ବୃଦ୍ଧି। ଅଚାନକ ମେଦବୃଦ୍ଧି କିମ୍ବା ଓଜନ ବୃଦ୍ଧି ଦ୍ୱାରା ମଧ୍ୟ ୟୁରିକ୍‌ ଏସିଡ୍‌ ସ୍ତର ବୃଦ୍ଧି ପାଇଥାଏ। ବାତରକ୍ତ ସମସ୍ୟା ଥିଲେ ଅମୃତଭଣ୍ଡା ଚା’ ପିିଇଲେ ତାହା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri