ଶସ୍ତା ହେବ ଏଲ୍‌ସିଡି-ଏଲ୍‌ଇଡି ଟିଭି

ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ଓପନ ସେଲ୍‌ ଟିଭି ପ୍ୟାନେଲ ଉପରେ ଲାଗୁଥିବା ୫% ଆମଦାନୀ ଶୁଳ୍କକୁ ସରକାର ପ୍ରତ୍ୟାହାର କରିଛନ୍ତି। ସରକାରଙ୍କ ଏହି ଘୋଷଣା ପରେ ଟିଭି ପ୍ୟାନେଲ ମୂଲ୍ୟ ପ୍ରାୟ ୩% କମିବ। ଉଲ୍ଲେଖଥାଉ କି, ୬୦ରୁ ୬୫ ପର୍ଯ୍ୟନ୍ତ ଟିଭି ଦେଶରେ ନିର୍ମାଣ କରାଯାଉଛି। ଟିଭି ନିର୍ମାଣରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ହୋଇଥାଏ ଟିଭି ପ୍ୟାନେଲ। ଏହା ଟିଭିର ଉତ୍ପାଦନ ମୂଲ୍ୟର ୬୫ରୁ ୭୦ ପ୍ରତିଶତ ହୋଇଥାଏ। ଏଥିଯୋଗୁ ଏବେ ଗ୍ରାହକଙ୍କୁ ଶସ୍ତାରେ ଏଲ୍‌ଇଡି/ଏଲ୍‌ସିଡି ଟିଭି ମିଳିବ। ୩୨ ଇଞ୍ଚ ପର୍ଯ୍ୟନ୍ତ ଟିଭି ଉପରେ ୧୮% ଜିଏସ୍‌ଟି ଆଦାୟ କରାଯାଉଛି। ଏହାଠାରୁ ବଡ଼ ହୋଇଥିଲେ ୨୮% ଜିଏସ୍‌ଟି ଦେବାକୁ ପଡିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri