Posted inଜାତୀୟ

ଶହୀଦ୍‌ ପୁଅଙ୍କ ମର ଶରୀରକୁ ସାଲ୍ୟୁଟ୍‌ କରି କଇଁ କଇଁ ହୋଇ କାନ୍ଦିଲେ ମା

ରାଞ୍ଚି,୨୨।୪: ଝାଡ଼ଖଣ୍ଡ ପଲାମୁ ନିବାସୀ ୨୩ ବର୍ଷ ବୟସ୍କ ଲ୍ୟୁଟ୍‌ନାଟ୍‌ ଅନୁରାଗ ଶୁକ୍ଳା ରାଜସ୍ଥାନ ଶ୍ରୀଗଙ୍ଗାନଗରରେ ନିଜର ୩ ଜଣ ସାଥୀଙ୍କୁ ବଞ୍ଚାଇବା ପାଇଁ ଶହୀଦ୍‌ ହୋଇଥିଲେ। ତାଙ୍କ ମର ଶରୀର ରବିବାର ରାଞ୍ଚି ବିମାନ ବନ୍ଦରରେ ପହଞ୍ଚିଥିଲା। ପୁଅ ବଦଳରେ ମର ଶରୀରକୁ ନେବାକୁ ଆସିଥିବା ମା ଉଷା ଶୁକ୍ଳା ଶହୀଦ୍‌ଙ୍କୁ ସାଲ୍ୟୁଟ୍‌ କରିବା ସହିତ କଇଁ କଇଁ ହୋଇ କାନ୍ଦି ଉଠିଥିଲେ। ଉପସ୍ଥିତ ପରିବାର ପରିଜନଙ୍କ ଆଖିରୁ ଛୁଟିଥିଲା ଲୁହର ବନ୍ୟା। ସେଠାରେ ଉପସ୍ଥିତ ଥିବା ଅନୁରାଗଙ୍କ ଭଉଣୀ ଅଞ୍ଜୁ ଅଞ୍ଜୁ କହି ପାର୍ଥିବ ଶରୀର ଉପରେ ଲୋଟି ପଡ଼ିଥିଲେ। ଫଳରେ ପରିବେଶ ବେଶ୍‌ ଶୋକାକୁଳ ହୋଇ ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CJPର ଆନ୍ଦୋଳନ ପରେ ଆସିଲା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବୟାନ: NEET ପେପର ଲିକ୍‌ ଉପରେ କହିଲେ-ଦୋଷୀଙ୍କୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ସଂସଦ ମାର୍ଚ୍ଚ ପରେ ନିଟ୍‌ (NEET) ପେପର ଲିକ୍‌ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଏନଡିଏ…

CJP ପ୍ରତିନିଧିଙ୍କ ସହ ସାକ୍ଷାତ ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ନଡ୍ଡା, କହିଲେ…

ନୂଆଦିଲ୍ଲୀ,୨୧।୭: ପେପର ଲିକ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ସୋସିଆଲ ମିଡିଆରେ ଉଭା ହୋଇଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର…

ଅଭିଜିତ ଦିପ୍‌କେଙ୍କ ବଡ଼ ପ୍ଲାନ୍‌! ଆଜି ବି ସଂସଦ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦିପ୍‌କେ କହିଛନ୍ତି ଯେ ମଙ୍ଗଳବାର ଦ୍ୱିତୀୟ ଦିନ ପାଇଁ ମଧ୍ୟ ସଂସଦ ପର୍ଯ୍ୟନ୍ତ ମାର୍ଚ୍ଚ ଜାରି…

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri