ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭାରତରତ୍ନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀକାନ୍ତ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭାରତରତ୍ନ ଦାବିରେ ଶୁକ୍ରବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ବିଧାନସଭାରେ ଏ ସମ୍ପର୍କିତ ପ୍ରସ୍ତାବ ଗ୍ରହଣ କରି କେନ୍ଦ୍ର ପାଖରେ ଉପସ୍ଥାପନ କରିବାକୁ ଚିଠିରେ ସେ ଉଲ୍ଲେଖ କରିଛନ୍ତି। ଲକ୍ଷ୍ମଣ ଜଣେ ମହାନ ଯୋଦ୍ଧା ହୋଇଥିବାରୁ ତାଙ୍କୁ ସମ୍ମାନିତ କରିବା ସମସ୍ତଙ୍କ କର୍ତ୍ତବ୍ୟ ବୋଲି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?