ଶହେରୁ ଊର୍ଦ୍ଧ୍ବ ଦାଦନ ଫସି ରହିଛନ୍ତି ମହାରାଷ୍ଟ୍ରରେ: ଭୋକ ଉପାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

କେସିଙ୍ଗା,୨୯।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର ମଶାଣିବନ୍ଧା, କୋକୋଡ଼ମାଲ ଓ ଭବାନୀପାଟଣା ବ୍ଲକର ଭିକାଝରଣ ଗ୍ରାମର ଶତାଧିକ ଦାଦନ ଶ୍ରମିକ ମହାରାଷ୍ଟ୍ରରେ ଫସି ରହିଛନ୍ତି। କେନ୍ଦ୍ର ସରକାର କରୋନା ମୁକାବିଲା ଲାଗି ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା ପରେ ଶ୍ରମିକମାନେ ଝୁପୁଡ଼ି ଘରେରହି ଭୋକ ଉପାସରେ ଦିନ କାଟୁଛନ୍ତି। ସେମାନେ ମହାରାଷ୍ଟ୍ର ପାଳଗଡ଼ ଜିଲା ଅନ୍ତର୍ଗତ କୁରୁଷ ସହରରେ ଥିବା ଏକ କମ୍ପାନୀରେ କାମ କରୁଥିଲେ। ଗତ ଫେବୃୟାରୀ ମାସରେ ଏହି ଶ୍ରମିକମାନେ ଏକତ୍ର ମିଶି କାମ କରିବାକୁ ଯାଇଥିଲେ। ଲକ୍‌ଡାଉନ୍‌ ଘୋଷଣା ପରେ ସେଠାରେ ଫସି ରହିଥିଲେ। ପାଖରେ ଥିବା ଅର୍ଥ ଶେଷ ହୋଇଯାଇଥିବା ବେଳେ ଭୋକରେ ରହୁଛନ୍ତି। ବାହାରକୁ ବାହାରିଲେ ପୋଲିସ ଲାଠିଚାର୍ଜ କରୁଥିବା ସେମାନେ କହିଛନ୍ତି। ସେମାନଙ୍କୁ ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଏକ ଭିଡିଓ ଜରିଆରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri