ଶାଗୁଆନ କାଠ ବୋଝେଇ ଟ୍ରାକ୍ଟର ଜବତ

ପାତ୍ରପୁର,୨୩ା୯(ଡି.ଏନ.ଏ.): ସାମନ୍ତିଆପଲ୍ଲୀ ରେଞ୍ଜ ନାରାୟଣପୁର ଛକ ନିକଟରେ ଶୁକ୍ରବାର ଆନ୍ଧ୍ର ଚାଲାଣ ବେଳେ ଜଙ୍ଗଲ ବିଭାଗ ଶଗୁଆନ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମ ଜିଲାର ଅର୍ଜ୍ଜୁନ ନାଇକ ଏବଂ ପୂର୍ଣ୍ଣଚନ୍ଦ୍ର ଗୌଡ଼। ଆଦିବାସୀ ଇଲାକାରୁ ବିଭିନ୍ନ ମୂଲ୍ୟବାନ କାଠ ଆନ୍ଧ୍ର ଚାଲାଣ ହେଉଥିବା ରେଞ୍ଜର ମନୋଜ କୁମାର ପାତ୍ର ଖବର ପାଇ ଫରେଷ୍ଟର ରତ୍ନ କୁମାର ବେହେରା ଓ ତରୁଣେସ୍ବର ଶବରଙ୍କ ସହ ଚଢ଼ାଉ କରିଥିଲେ। ମହିନ୍ଦ୍ରା ଟ୍ରାକ୍ଟର ଯୋଗେ ୩୦ ଶାଗୁଆନ କାଠଗଣ୍ଡି ପ୍ରାୟ ୪୩.୨୯ସିଏଫଟି କାଠ ନେଉଥିବା ବେଳେ ଜଙ୍ଗଲ ବିଭାଗ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?