ଶାଢି ପିନ୍ଧିବାରେ କୌଣସି ଅସୁବିଧା ନାହିଁ

ଅଭିନେତା ଅକ୍ଷୟ କୁମାର ୨୦୧୯ରେ ଅନେକ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିଲେ। ୨୦୨୦ରେ ମଧ୍ୟ ତାଙ୍କ ଅଭିନୀତ ଅନେକ ଫିଲ୍ମ ପରଦାକୁ ଆସିବ। ପୃଥୀରାଜ୍‌, ସୂର୍ଯ୍ୟବଂଶୀ, ବଚ୍ଚନ ପାଣ୍ଡେ ଏବଂ ଲକ୍ଷ୍ମୀ ବମ୍‌ ଭଳି ବଡ ବଡ ବ୍ୟାନରର ଫିଲ୍ମ ଅକ୍ଷୟଙ୍କ ହାତରେ ରହିଛି। ଏହିସବୁ ଫିଲ୍ମରେ ଅକ୍ଷଙ୍କୁ ଭିନ୍ନ ଭିନ୍ନ ଭୂମିକାରେ ଦେଖିବାକୁ ମିଳିବ। କେଉଁ ଫିଲ୍ମରେ ପୋଲିସବାଲା ଚରିତ୍ରରେ ତ ଆଉ କେଉଁ ଚଳଚ୍ଚିତ୍ରରେ ଟ୍ରାନ୍ସଜେଣ୍ଡର ଭୂମିକାରେ ନଜର ଆସିବେ ଅକ୍ଷୟ। ସବୁ ଫିଲ୍ମ ପାଇଁ ତାଙ୍କୁ କଡା ପରିଶ୍ରମ କରିବାକୁ ପଡିଛି ବୋଲି ସେ କହିଛନ୍ତି। ଫିଲ୍ମ ଲକ୍ଷ୍ମୀ ବମ୍‌ରେ ସେ ଜଣେ ଟ୍ରାନ୍ସଜେଣ୍ଡର ଭୂତ ରୂପରେ ନଜର ଆସିବେ। ଫିଲ୍ମର ପ୍ରଥମ ପୋଷ୍ଟରରେ ଅକ୍ଷୟ ଶାଢି ଏବଂ କାଜଲ, ବିନ୍ଦି ଲଗାଇଥିବାର ଦେଖାଯାଇଛି। ଶାଢି ପିନ୍ଧିବାରେ କୌଣସି ଅସୁବିଧା ନାହିଁ। ଏହା ପିନ୍ଧିବାକୁ ଆରାମଦାୟକ ବୋଲି ଅକ୍ଷୟ ଏକ ସାକ୍ଷାତକାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି…

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଲାଗିଲା ବଡ଼ ଝଟକା, ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ଆରମ୍ଭରୁ ଏଲପିଜି ଗ୍ରାହକମାନେ ଏକ ବଡ଼ ଝଟକା ପାଇଛନ୍ତି। ସେପ୍ଟେମ୍ବର ୧ ରେ ଜାରି ହୋଇଥିବା ନୂତନ ଦର ଅନୁସାରେ, 19 କିଲୋଗ୍ରାମ ବାଣିଜ୍ୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri