Posted inଜାତୀୟ

ଶାନ୍ତିବନରେ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ୫୫ ତମ ଶ୍ରାଦ୍ଧ ବାର୍ଷିକୀରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋନିଆ ଶାନ୍ତିବନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହିତ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପୂର୍ବତନ ଉପରାଷ୍ଟ୍ରପତି ମହମ୍ମଦ୍‌ ହମିଦ୍‌ ଅନସାରୀ, ଉତ୍ତରପ୍ରଦେଶ ପୂର୍ବତନ ରାଜ୍ୟପାଳ ମୋତିଲାଲ ଭୋରା ପ୍ରମୁଖ ମଧ୍ୟ ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ନେହେରୁଙ୍କ ପୁଣ୍ୟ ତିଥିରେ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, ୧୯୬୪ ମେ ୨୭ରେ ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri