ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି।  ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି। ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।