Categories: ଜାତୀୟ

ଶାନ୍ତି-ଶୃଙ୍ଖଳା ପାଇଁ ଅପିଲ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୁ ବିରୋଧ କରି ହିଂସା ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏପରିସ୍ଥଳେ ଶାନ୍ତି-ଶୃଙ୍ଖଳା ବଜାୟ ରଖିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଜନସାଧାରଣଙ୍କୁ ଅପିଲ୍‌ କରିଛନ୍ତି। ଇତିମଧ୍ୟରେ କେତେକ ଅଞ୍ଚଳରେ ଶାନ୍ତି ଫେରିଥିବା କୁହାଯାଉଛି। ସୂଚନାଯୋଗ୍ୟ, ଇତିମଧ୍ୟରେ ହିଂସାକାଣ୍ଡ ଯୋଗୁ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବହୁଲୋକ ଆହତ ହୋଇଛନ୍ତି।

Share