ଶାଳଗାଁରେ ରେଳ ଦୁର୍ଘଟଣା ନେଇ ବଦଳିଲା କିଛି ଟ୍ରେନ୍‌ର ଗତିପଥ, କଟକ ପରିବର୍ତ୍ତେ ନରାଜ ହୋଇ ଯିବ

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ରେଳ ଦୁର୍ଘଟଣା ପରେ କିଛି ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। କଟକ ପରିବର୍ତ୍ତେ ନରାଜ ଦେଇ କିଛି ଟ୍ରେନ୍‌ ଚଳାଚଳ କରିବ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ମୁମ୍ବାଇ ଏଲ୍‌ଟିଟି, ପୁରୀ ରାଉରକେଲା ପାସେଞ୍ଜର, ଦୁର୍ଗ-ପୁରୀ, ଧାନବାଦ ଭୁବନେଶ୍ୱର ରାଜ୍ୟରାଣୀ ଆଦି ଟ୍ରେନ୍‌ ନରାଜ ଦେଇ ଯିବ। ଦୁର୍ଗରୁ ପୁରୀ ଆସୁଥିବା ଟ୍ରେନ୍‌ ନରାଜ ହୋଇ ଭୁବନେଶ୍ୱରରେ ପହଞ୍ଚିବ। ତାଳଚେର-ପୁରୀ ମେମୁ କଟକ ପରିବର୍ତ୍ତେ ନରାଜ ଦେଇ ଆସିବ। ଟ୍ରେନ୍‌ ରୁଟ୍‌ ପରିବର୍ତ୍ତନ ନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶଯୋଗ୍ୟ, ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଉକ୍ତ ସ୍ଥାନରେ ଟ୍ରାକ୍‌ରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନ୍‌କୁ ପଛରୁ ଧକ୍କା ଦେଇଛି। ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ଜଣ ମହିଳା ଓ ୨ଜଣ ଶିଶୁ ରହିଛନ୍ତି। କଟକ ଏସ୍‌ସିବି ମେଡିକାଲରେ ଆହତମାନଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri