ଶାଳଗାଁ ନିକଟରେ ରେଳ ଦୁର୍ଘଟଣା ଘଟଣା: ଆହତଙ୍କ ସୂଚନା ପାଇଁ ହେଲ୍ପଲାଇନ୍‌ ନଂ-୧୦୭୨ ଜାରି

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ଲୋକମାନ୍ୟ ତିଳକ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହେବା ଘଟଣାରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ସୂଚନା ପାଇଁ ଇଷ୍ଟକୋଷ୍ଟ ରେଲଓ୍ବେ ପକ୍ଷରୁ ହେଲ୍ପଲାଇନ୍‌ ନଂ ଜାରି କରାଯାଇଛିି। ସମ୍ପର୍କୀୟମାନେ ଯାତ୍ରୀଙ୍କ ବିଷୟରେ ୦୬୭୧-୧୦୭୨,୦୬୭୪-୧୦୭୨ ନଂରେ କଲ୍‌ କରି ଜାଣିପାରିବେ। ସେହିଭଳି ଭୁବନେଶ୍ୱର ମୁଖ୍ୟାଳୟ ଟୋଲ ଫ୍ରି ନଂ-୧୮୦୦ ୩୪୫୭୪୦୧, ୧୮୦୦ ୩୪୫୭୪୦୨ ଏବଂ ପୁରୀ ଷ୍ଟେଶନ-୦୬୭୫୨-୧୦୭୨ରେ ମଧ୍ୟ ସମସ୍ତ ସୂଚନା ମିଳିବ ବୋଲି ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…

ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି  ଜିଲା  ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri