ଶାସକ ସଭ୍ୟଙ୍କ ଅଭିଯୋଗ: ଡିଏମ୍‌ଏଫ୍‌ ପାଣ୍ଠି ଅନ୍ୟ ଅଞ୍ଚଳରେ ଖର୍ଚ୍ଚ ହେଉଛି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ(ଡିଏମ୍‌ଏଫ୍‌) ଟଙ୍କା ଖଣି ପ୍ରଭାବିତ ଅଞ୍ଚଳରେ ଖର୍ଚ୍ଚ ହେଉନାହିଁ। ଜିଲାପାଳମାନେ ମନଇଚ୍ଛା ଏହି ଅର୍ଥ ଖର୍ଚ୍ଚ କରୁଛନ୍ତି। ଏଥିଯୋଗୁ ପ୍ରଭାବିତ ଅଞ୍ଚଳର ବିକାଶ ହୋଇପାରୁନାହିଁ। ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଗୁରୁବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରାଙ୍କଠାରୁ କୈଫିୟତ ତଲବ କରିଥିଲେ। ସଦସ୍ୟଙ୍କ ଉଦ୍‌ବେଗକୁ ଦେଖି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇ କହିଥିଲେ ଯେ, ଡିଏମ୍‌ଏଫ୍‌ ଗାଇଡ୍‌ଲାଇନ୍‌ ଜିଲାପାଳମାନେ ମାନୁ ନାହାନ୍ତି ବୋଲି ବିଧାୟକମାନେ ଅଭିଯୋଗ କରୁଛନ୍ତି। ଏହାକୁ ଯେପରି କଡ଼ାକଡ଼ିଭାବେ ପାଳନ କରାଯାଇପାରିବ ଏନେଇ ମନ୍ତ୍ରୀ ନିର୍ଦ୍ଦେଶ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri