Posted inଜାତୀୟ

ଶାହଙ୍କୁ କଡ଼ା ସମାଲୋଚନା କଲେ ସୁରଜଓ୍ବାଲା

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁରେ ହୋଇଥିବା ହିଂସା ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁରଜଓ୍ବାଲା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଏହି ଘଟଣା ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ନୀରବ ସମର୍ଥନ ବିନା ସମ୍ଭବ ହୋଇନାହିଁ। ପୋଲିସ ନୀରବ ଦ୍ରଷ୍ଟା ସାଜିବା ଏହାର ପ୍ରମାଣ ଦେଉଛି। ଏହି ଘଟଣା ପଛରେ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କର ପ୍ରଚ୍ଛନ୍ନ ହାତ ଥିବା ସେ ଅଭିଯୋଗ କରିଛନ୍ତି। ଯୋଜନାବଦ୍ଧ ଭାବେ ହିଂସାକାଣ୍ଡର ଷଡ଼ଯନ୍ତ୍ର ରଚାଯାଇଥିବା ଟୁଇଟ୍‌ କରି ସୁରଜଓ୍ବାଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?