ଶାହାରୁଖ୍‌ଙ୍କୁ ସାନିଟାଇଜର ଦେଇ କରୋନା ସଚେତନତା ବାର୍ତ୍ତା ଦେଲେ କାଜଲ

କରୋନା ଭାଇରସ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମହାମାରୀ ଘୋଷିତ କରାଯାଇଛି। ଏହାକୁ ନେଇ ଭାରତରେ ମଧ୍ୟ ଆତଙ୍କ ଖେଳିଯାଇଛି। ଏ ନେଇ ସରକାର ଲୋକଙ୍କୁ ସଚେତନ କରୁଥିବାବେଳେ ବଲିଉଡ୍‌ କଳାକାର ମଧ୍ୟ ନିଜ ପ୍ରଶଂସକଙ୍କୁ ନିରାପଦରେ ରହିବାକୁ ଅନୁରୋଧ କରୁଛନ୍ତି। କଳାକାରମାନେ ଭିନ୍ନ ଭିନ୍ନ ଉପାୟରେ ପ୍ରଶଂସକଙ୍କୁ ସଚେତନ ରହିବାକୁ ବାର୍ତ୍ତା ଦେଉଛନ୍ତି।
ଅଭିନେତ୍ରୀ କାଜଲ ମଧ୍ୟ ସଚେତନତାର ବାର୍ତ୍ତା ଦେଇ ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଫିଲ୍ମ ‘ଦିଲ୍‌ଓ୍ବାଲେ ଦୁଲ୍‌ହନିୟା ଲେ ଜାଏଙ୍ଗେ’ର ଆଇକନିଟ୍‌ ଟ୍ରେନ୍‌ ଦୃଶ୍ୟଟିକୁ ସେ ଶେୟାର କରିଛନ୍ତି। ଏଥିରେ ଶାହାରୁଖ୍‌ ଖାନ୍‌ ଟ୍ରେନ୍‌ ଉପରେ ଥାଇ ଅଭିନେତ୍ରୀଙ୍କ ପାଇଁ ହାତ ବଢ଼ାଉଛନ୍ତି। ଏହି ଫଟୋରେ କାଜଲଙ୍କ ହାତରେ ସାନିଟାଇଜର ଥିବା ଦେଖିବାକୁ ମିଳୁଛି। ସେ ଏହି ସାନିଟାଇଜରକୁ ଶାହାରୁଖ୍‌ଙ୍କୁ ବଢ଼ାଉଛନ୍ତି। ଏହାକୁ ଶେୟାର କରି କାଜଲ ଲେଖିଛନ୍ତି, ସିମ୍‌ରନ୍‌(କାଜଲ) ମଧ୍ୟ ସାନିଟାଇଜରର ମହତ୍ତ୍ୱ ବିଷୟରେ ଜାଣନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri