ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍‌ ତାର: ସଂସ୍ପର୍ଶରେ ଆସି ବାପା, ବଡ଼ ପୁଅ ମୃତ, ସାନ ଗୁରୁତର

ଅମରପାଲି, ୧୮।୧୦(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ପିତାମହୁଲ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ବାପା ଓ ବଡ଼ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ସାନ ପୁଅ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ହେଲେ ବାପା ସହଦେବ ସାହୁ(୫୭) ଓ ବଡ଼ ପୁଅ ଦେବାନନ୍ଦ(୩୮)। ଗୁରୁତର ସାନ ପୁଅ ହେଲେ ଅରୁପାନନ୍ଦ ସାହୁ(୨୫)।
ପ୍ରକାଶ ଯେ, ଯନ୍ତୁ ଶିକାର ପାଇଁ ପିତାମହୁଲ ଗାଁ ବାଉରିଜୋର ଜଙ୍ଗଲରେ ୧୧ କେଭି ବିଦ୍ୟୁତ୍‌ ତାର ବିଛାଯାଇଥିଲା। ଗୁରୁବାର ରାତିରେ ବାପା ସହଦେବ ଦୁଇ ପୁଅ ଦେବାନନ୍ଦ ଓ ଅରୁପାନନ୍ଦଙ୍କ ସହ କୌଣସି କାମରେ ସେଠାକୁ ଯାଇଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ସହଦେବ ଓ ବଡ଼ ପୁଅ ଦେବାନନ୍ଦଙ୍କ ମୃତ୍ୟୁ ଘଟିଛି। ସାନପୁଅ ଅରୁପାନନ୍ଦଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସୋନପୁର ଓ ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri