ଦିଗପହଣ୍ଡି,୨୭।୧(ଡି.ଏନ୍.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍ କୁମାର ପାତ୍ର ଆହାତ ହୋଇଥିଲେ। ଛାତ୍ରଙ୍କ ବାପା ଟି.କପିଳାସ ପାତ୍ରଙ୍କ ଏତଲାକୁ ଭିତ୍ତି କରି ଦିଗପହଣ୍ଡି ପୋଲିସ ନଂ. ୧୯/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। ଉକ୍ତ ଘଟଣାକୁ ଚାପିଦେବା ପାଇଁ ଉଦ୍ୟମ ଚାଲିଥିଲେ ମଧ୍ୟ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ସୋମବାର ବିଦ୍ୟାଳୟରେ ପହଞ୍ଚତ୍ ବିଶେଷ ରିପୋର୍ଟ ଜିଲା ଶିକ୍ଷାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଗତ ବୁଧବାର ଛାତ୍ରଙ୍କ ଉତ୍ଥାନ ବହି ହଜିଯାଇ ଥିଲା। ଏ ନେଇ ଛାତ୍ର ଶିକ୍ଷକଙ୍କୁ ଜଣାଇଥିଲେ। କିନ୍ତୁ ସାମାନ୍ୟ କଥାରେ ଶିକ୍ଷକ ଜଣକ ଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଥିଲେ।
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ
ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...
ଯାଉଥିବାବେଳେ ହଠାତ୍ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…
ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...
ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…
ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...
Archives


