ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ ଘଟଣା,ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୭।୧(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍‌ କୁମାର ପାତ୍ର ଆହାତ ହୋଇଥିଲେ। ଛାତ୍ରଙ୍କ ବାପା ଟି.କପିଳାସ ପାତ୍ରଙ୍କ ଏତଲାକୁ ଭିତ୍ତି କରି ଦିଗପହଣ୍ଡି ପୋଲିସ ନଂ. ୧୯/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। ଉକ୍ତ ଘଟଣାକୁ ଚାପିଦେବା ପାଇଁ ଉଦ୍ୟମ ଚାଲିଥିଲେ ମଧ୍ୟ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ସୋମବାର ବିଦ୍ୟାଳୟରେ ପହଞ୍ଚତ୍ ବିଶେଷ ରିପୋର୍ଟ ଜିଲା ଶିକ୍ଷାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଗତ ବୁଧବାର ଛାତ୍ରଙ୍କ ଉତ୍ଥାନ ବହି ହଜିଯାଇ ଥିଲା। ଏ ନେଇ ଛାତ୍ର ଶିକ୍ଷକଙ୍କୁ ଜଣାଇଥିଲେ। କିନ୍ତୁ ସାମାନ୍ୟ କଥାରେ ଶିକ୍ଷକ ଜଣକ ଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଗଞ୍ଜାମ ସହର ପାଇଁ ଗର୍ବ ଆଣିଲେ ଆନନ୍ଦିନୀ, ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ପଠାଣି ସାମନ୍ତ ମେଧା ବୃତ୍ତି ପରୀକ୍ଷାରେ ଆନନ୍ଦିନୀ ପଣ୍ଡା ସଫଳତା ପାଇଛନ୍ତି । ଆନନ୍ଦିନୀ ହେଉଛନ୍ତି ଗଞ୍ଜାମ ସହର ଦୁର୍ଗା ଦେବୀ ସାହି ମହେନ୍ଦ୍ର…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri