ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା,୨୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପାଟିମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ସୋମବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି। ଖବର ପାଇ ପୋରାଡ଼ିଆ କ୍ଲଷ୍ଟରର ସିଆର୍‌ସିସି ପରମାନନ୍ଦ ପାତ୍ର ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିଥିଲେ ମଧ୍ୟ ଅଭିଭାବକମାନେ ତାଙ୍କୁ ଅଟକ ରଖିଛନ୍ତି।
ସୂଚନାଯୋଗ୍ୟ, ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ପଢ଼ୁଛନ୍ତି। ୫ଟି ଶ୍ରେଣୀର ପିଲାଙ୍କୁ ମାତ୍ର ଜଣେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସ୍ନେହଲତା ନାୟକ ପାଠ ପଢ଼ାଉଛନ୍ତି। ତେବେ ଗ୍ରାମବାସୀ ବାରମ୍ବାର ଶିକ୍ଷକ ନିଯୁକ୍ତି ପାଇଁ ଦାବି କରୁଥିଲେ ମଧ୍ୟ ଦୀର୍ଘଦିନ ଧରି ସମସ୍ୟାର କୌଣସି ସମାଧାନ ହୋଇପାରୁ ନାହିଁ। ଏ ନେଇ ଗ୍ରାମର ମହିଳା ଓ ପୁରୁଷ ସମେତ ପରିଚାଳନା କମିଟିର ସଦସ୍ୟମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri