ଶିକ୍ଷକ ଡେପୁଟେଶନକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସଦ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ମହାଳିକଙ୍କୁ ଡେପୁଟେଶନ୍‌ରେ ବିଇଓ କୋରକରା ପଣସା ବିଦ୍ୟାଳୟକୁ ପଠାଇଛନ୍ତି। ଏହାର ପ୍ରତିବାଦରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର,ଅଭିଭାବକ,ଏସ୍‌ଏମ୍‌ସି ସଦସ୍ୟ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରତାପ ସାର୍‌ଙ୍କ ବଦଳି ପ୍ରତ୍ୟାହାର କରା ନ ଗଲେ ସୋମବାରଠାରୁ ବିଦ୍ୟାଳୟରେ ତାଲା ପଡ଼ିବ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?