ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା

ବାହାନଗା,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ ଶିକ୍ଷକ ପଦବୀ ପୂରଣ ଦାବି ନେଇ ଗ୍ରାମବାସୀ, ଅବିଭାବକ ଓ ଛାତ୍ରୀଛାତ୍ର ବୁଧବାରେ ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

ଚମକାଇଲା ଆଜିର ନୂଆ ତେଲଦର! ଟାଙ୍କି ଫୁଲ୍‌ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୦।୬: ବୁଧବାର, ୧୦ ଜୁନରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ସ୍ଥିର ରହିଥିଲେ ମଧ୍ୟ, ସାମ୍ପ୍ରତିକ ଦିନଗୁଡ଼ିକରେ ହୋଇଥିବା ପ୍ରବଳ ବୃଦ୍ଧି ସାଧାରଣ ଜନତାଙ୍କ ଅଣ୍ଟା…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ…

ପ୍ରତିବର୍ଷ ଜଣ୍ଡିସ ବ୍ୟାପୁଛି: ନିୟମିତ ଯାଞ୍ଚ ହେଉନାହିଁ ପାଣି ପାଇପ ଲାଇନ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ରାଜ୍ୟର ସମସ୍ତ ଘରକୁ ସରକାର ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇଦେବା ଲକ୍ଷ୍ୟ ରଖିଛନ୍ତି। ଉକ୍ତ ଲକ୍ଷ୍ୟକୁ ରଖି ରାଜ୍ୟରେ ଅନେକ ବଡ ବଡ…

ନିଶାସେବନରେ ଝଡି ଯାଉଛି ଅମୂଲ୍ୟ ଜୀବନ, ମୁକ୍ତି ପାଇଁ ପଞ୍ଚାୟତ ପକ୍ଷରୁ…

ମହାକାଳପଡ଼ା,୧୦ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନିଶାପାନ କରି ଯୁବ ସମାଜ ପଥଭ୍ରଷ୍ଟ। ଏହାକୁ ଦୃଢ଼ ଭାବେ ବିରୋଧ ସହ ସମାଜ ପାଇଁ ସଚେତନତା ବାର୍ତ୍ତା ପ୍ରଦାନ ପାଇଁ ମଙ୍ଗଳବାର…

୩୫ ଚୌକା, ୯ ଛକା ସହ ୨୧୦ ରନର ଏକ ଇନିଂସ… ବୈଭବ ସୂର୍ଯ୍ୟବଂଶୀ ନୁହେଁ ଗର୍ଜିଲା ତାଙ୍କ ବନ୍ଧୁଙ୍କ ବ୍ୟାଟ

ନୂଆଦିଲ୍ଲୀ,୧୦।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଇପିଏଲ ୨୦୨୬ରେ ତାଙ୍କର ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଦ୍ୱାରା କେବଳ ଲୋକଲୋଚନକୁ ଆସି ନଥିଲେ ବରଂ ଭାରତୀୟ ଜାତୀୟ ଦଳରେ…

୧୨ରେ ଇଡି ଅଫିସରେ ହାଜର ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଝିଅ, ଜାଣନ୍ତୁ କାହିଁକି…

କୋଚି,୧୦ା୬: ଏକ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନଙ୍କ ଝିଅ ବୀଣା ଟି ଏବଂ କୋଚି ମିନେରାଲ୍‌ସ ଆଣ୍ଡ ରୁଟିଲ୍‌…

୭୫୫ଟି ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦବୀ ପାଇଁ କେତେ…

ଭୁବନେଶ୍ୱର, ୧୦।୬: ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri