ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ନ କରିବାକୁ ଦାବି

ବୁଗୁଡ଼ା,୨୧ା୫(ଡି.ଏନ.ଏ.)- ବୁଗୁଡ଼ା ସହରର ସାହି ମଧ୍ୟରେ ଅବସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ନ କରିବାକୁ ଗୁରୁବାର ସାହିବାସିନ୍ଦା ବୁଗୁଡ଼ା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଉକ୍ତ ଅନୁଷ୍ଠାନଟି ସାହି ମଝିରେ ଥିବାବେଳେ ଏହା ନିକଟରେ ପରିବା ମାର୍କେଟ ରହିଛି। ପ୍ରତିଦିନ ପଶ୍ଚିମବଙ୍ଗରୁ ଆଳୁ, ପିଆଜ ଆଦି ସାମଗ୍ରୀ ବୋଝେଇ ହୋଇ ଟ୍ରକ ଏଠାକୁ ଆସିଥାଏ। ସେମାନଙ୍କ ଠାରୁ ମଧ୍ୟ ସଂକ୍ରମଣ ଆଶଙ୍କା ରହୁଛି। ଏବେ ଉକ୍ତ ଶିକ୍ଷାକେନ୍ଦ୍ରରେ କ୍ୱାରାଣ୍ଟାଇନ୍‌ ସେଣ୍ଟର କଲେ ସାହି ଲୋକେ କରୋନା ସଂକ୍ରମଣ ଆଶଙ୍କାରେ ଘରୁ ବାହାରିପାରିବେ ନାହିଁ। ତେଣୁ ଉକ୍ତ ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ନ କରିବାକୁ ସାହିର ରବି ନାରାୟଣ ପଟ୍ଟନାୟକ, ସନ୍ୟାସୀ ପ୍ରଧାନ, ପ୍ରଣବ ପ୍ରକାଶ, ସନ୍ତୋଷ କୁମାର ବେହେରା, ଅମର ପ୍ରସାଦ ବିଷୋୟୀ ପ୍ରମୁଖ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri