ଶିକ୍ଷାନିକେତନ ବିଦ୍ୟାଳୟରେ ରକ୍ତଦାନ ଶିବିର: ୨୭ ୟୁନିଟ୍‌ ରକ୍ତ ସଂଗ୍ରହ

ବାଲିଗୁଡା,୧୪।୬: କନ୍ଧମାଳ ଜିଲା ଶିକ୍ଷାନିକେତନ ତରଫରୁ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ା ଅତିଥିଭାବେ ବନଖଣ୍ଡ ଅଧିକାରୀ ବିଶ୍ୱନାଥମ ନୀଳାଧରମ, ଡାକ୍ତର କେଦାର ପାଢ଼ୀ ଯୋଗ ଦେଇଥିବା ବେଳେ ବିଦ୍ୟାଳୟର ସଭାପତି ରାଜକିଶୋର ପାଢ଼ୀ, ଭଗବାନ ଜେନା, ପ୍ରଧାନ ଶିକ୍ଷକ ପଞ୍ଚାନନ ସାହୁ ପ୍ରମୁଖ ଯୋଗଦେଇଥିଲେ।
ବାଲିଗୁଡାରେ ବହୁ ଅନୁଷ୍ଠାନ ରକ୍ତଦାନ କରିଛନ୍ତି। କିନ୍ତୁ ଗୋଟିଏ ଶିକ୍ଷାନୁଷ୍ଠାନ ପ୍ରଥମକରି ରକ୍ତଦାନ କାର୍ଯ୍ୟକ୍ରମ କରିଅଛି। ତେଣୁ ଏହା ଅନ୍ୟ ଅନୁଷ୍ଠାନ ପାଇଁ ଉଦାହରଣ ସୃଷ୍ଟି କରିବ ବୋଲି ଭଗବାନ ଜେନା କହିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର କର୍ମଚାରୀ ଓ ଶିକ୍ଷାନିକେତନର କର୍ମଚାରୀମାନେ ଏଥିରେ ସହଯୋଗ କରିଥିଲେ। ରକ୍ତଦାନ କରିଥିବା ବ୍ୟକ୍ତିବିଶେଷଙ୍କୁ ରକ୍ତଭଣ୍ଡାର ତରଫରୁ ମାନପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri