ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’ ଅନ୍ତର୍ଗତ ଏକଦିବସୀୟ ଓରିଏଣ୍ଟେସନ ଓ ଫଳାଫଳ ସମୀକ୍ଷା କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ଥୁଆମୂଳ ରାମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନରେନ୍ଦ୍ର କାମପାଲ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ଏହା ସହ ଜିଲାସ୍ତରୀୟ ସାଧନ କର୍ମୀ ପଦ୍ମଲୋଚନ ଶତପଥି ଓ ବାପଙ୍ଗୀ ପ୍ରଧାନ ଏବଂ ପୂର୍ବତନ ବ୍ଲକସ୍ତରୀୟ ସାଧନ କର୍ମୀ ନିରଞ୍ଜନ ଦାସ ଓ ନିରଞ୍ଜନ ମାଝୀ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସରକାରୀ ଉଚ୍ଚ ବିଦ୍ୟାଳୟ, ଥୁଆମୂଳ ରାମପୁରର ପ୍ରଧାନଶିକ୍ଷକ ନିରଞ୍ଜନ ମାଝୀଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକର ବିଭିନ୍ନ ବିଦ୍ୟାଳୟର ବ୍ଲକସ୍ତରୀୟ ‘ପ୍ରକାଶ’ ସାଧନ କର୍ମୀ, ଅଭିଭାବକ, ପ୍ରଧାନଶିକ୍ଷକ ଏବଂ ଶତାଧିକ ଛାତ୍ରୀଛାତ୍ର ଯୋଗଦେଇଥିଲେ।

କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ହରି ନାରାୟଣ ବାଗ ସଞ୍ଚାଳନ କରିଥିବା ବେଳେ ବିଜ୍ଞାନ ଶିକ୍ଷକ କୃତ୍ତିବାସ ନାୟକ ଉପସ୍ଥିତ ସମସ୍ତ ଅତିଥି, ଶିକ୍ଷକ, ଅଭିଭାବକ ଓ ଛାତ୍ରୀଛାତ୍ରଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଜୟ ଅମୃତ କୁଲାଙ୍ଗେ, ୬ ବର୍ଷର ସମ୍ପର୍କକୁ ମନେ ପକାଇ…

ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ଗଞ୍ଜାମ ମାଟି ସହ ପୁଣି ଯୋଡ଼ିହେଲା ପୁରୁଣା ସମ୍ପର୍କ। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିଥିବା ବରିଷ୍ଠ ଆଇଏଏସ୍‌…

ଜେଜେ ମା’ଙ୍କ ଶବ ସତ୍କାର କରି ତୁଠରେ ଗାଧୋଉଥିବାବେଳେ ଚାଲିଗଲା ନାତିଙ୍କ ଜୀବନ, ଲୁହରେ ଭିଜିଲା ପୂରା ଗାଁ

ଜଗନ୍ନାଥପ୍ରସାଦ,୨୮ା୧୦(ବିଭୁ ପ୍ରସାଦ ପଟ୍ଟନାୟକ): ଜେଜେ ମା’ଙ୍କ ମୃତ୍ୟୁ ପରେ ଶବ ସତ୍କାର ସାରି ତୁଠରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ନାତିଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ…

‘ଅର୍ଣ୍ଣବ’ ପ୍ରଭାବ: ତପ୍ତପାଣି ଘାଟିରେ ରାସ୍ତା ବୁଡ଼ିଲା, ଯାତାୟାତ ପ୍ରଭାବିତ

ଗଞ୍ଜାମ,୨୮।୧୦ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ଥିବା ତପ୍ତପାଣି ଘାଟି ଅଞ୍ଚଳରେ ବର୍ଷା ଯୋଗୁ ସ୍ଥିତି ପ୍ରଭାବିତ ହୋଇଛି। ଜାତୀୟ…

୬୦ ଫୁଟ ଦବିଗଲା ନଦୀବନ୍ଧ

ଯାଜପୁର,୨୮।୧୦: ଯାଜପୁର ଜିଲାରେ ବୈତରଣୀ ନଦୀବନ୍ଧ ୬୦ ଫୁଟ ଦବିଯାଇଥିବା ଖବର ସାମ୍ନାକୁ ଆସିଛି। ଦଶରଥପୁର ବ୍ଲକ୍‌ର ନାରଣପୁର ନିକଟରେ ନଦୀବନ୍ଧ ଦବିଯାଇଥିବା ସୂଚନା ମିଳିଛି। ଏହି…

ଅର୍ଣ୍ଣବ ତାଣ୍ଡବ: ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ, ପୋଲ ଉପରେ ଚାଲିଲା ୩ ଫୁଟର ପାଣି

ମୋହନା,୨୮ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବ ପ୍ରଭାବ ଗଜପତି ଜିଲା ମୋହନା ଅଞ୍ଚଳରେ ପଡ଼ିଛି। ଦୁଇଦିନ ହେଲାଣି ତୁହାକୁ ତୁହା ବର୍ଷା ସହ ପବନ ଲାଗି ରହିଛି। ବୁଧବାର ଅପରାହ୍ନ…

ବାତ୍ୟା ଅର୍ଣ୍ଣବର ପ୍ରଭାବ: ୨ ଦିନ ହେଲା ଅନ୍ଧାରରେ ଦାରିଙ୍ଗବାଡ଼ି, ଏକାଧିକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ…

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଲଗାଣ ବର୍ଷା ସାଙ୍ଗକୁ ଝଟକା ପବନ ବହିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସେହିପରି ଅଞ୍ଚଳରେ ମଙ୍ଗଳବାରଠାରୁ ସମ୍ପୂର୍ଣ୍ଣ ବିଦ୍ୟୁତ ଅଚଳ…

ପବନରେ ଉଡ଼ି ରାସ୍ତାରେ ପଡ଼ିଲା ଗଜଲକ୍ଷ୍ମୀ ପୂଜା ଗେଟ୍‌

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲାରେ ବୁଧବାର ମଧ୍ୟାହ୍ନରୁ ବର୍ଷା ଓ ପବନ ଲାଗି ରହିଛି। ଏହାରି ଭିତରେ ଜୁନାଗଡ଼ ସହର ବଡ଼ପଡା…

ଅଟୋରୁ ୧୦୦ କେଜି ଗଞ୍ଜେଇ ଜବତ: ୨ ଜଣଙ୍କୁ ବାନ୍ଧିଲା ଅବକାରୀ ବିଭାଗ

କେସିଙ୍ଗା, ୨୮।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନା ପକ୍ଷରୁ ଚଢ଼ାଉ କରାଯାଇ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?