କଟାନକୁଲାଥର,୧୪-୧୧: ବର୍ତ୍ତମାନର ସମୟ ଅନେକ ଆହ୍ବାନପୂର୍ଣ୍ଣ। ମାତ୍ର ଏହାକୁ ସାମ୍ନା କରି ଆଗକୁ ବଢିବାକୁ ହେବ। ନିଜ ମଧ୍ୟରେ ସମ୍ପୂର୍ଣ୍ଣ ପ୍ରସ୍ତୁତି ଏଥି ଲାଗି ରଖିବାକୁ ହେବ ବୋଲି ସତୀଶ ଧାଓ୍ବନ ସ୍ପେଶ ସେଣ୍ଟରର ନିର୍ଦ୍ଦେଶକ ଏ ରାଜାରାଜନ କହିଛନ୍ତି। ଏସ୍ଆର୍ଏମ୍ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜିର ୧୫ତମ ବାର୍ଷିକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଯେ, ଶିକ୍ଷା କ୍ଷେତ୍ରକୁ ଏସ୍ଆର୍ଏମ୍ର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ରହିଆସିଛି। ଛାତ୍ରୀଛାତ୍ରମାନେ ସର୍ବଦା ନିଷ୍ଠାର ସହ କଠିନ ପରିଶ୍ରମ କରିବାର ଆବଶ୍ୟକତା ରହିଛି। ବଡମାନଙ୍କର ଅବଦାନକୁ ସର୍ବଦା ମନେ ରଖି ସମାଜର ବିକାଶ ଦିଗରେ ନିଜର ଯୋଗଦାନ ରଖିବାକୁ ସେ ମତ ରଖିଛନ୍ତି। ଦେଶର ଅଭିବୃଦ୍ଧି କ୍ଷେତ୍ରରେ ଶିକ୍ଷାର ଏକ ପ୍ରମୁଖ ଭୂମିକା ରହିଥିବା ବେଳେ ଏସ୍ଆର୍ଏମ୍ ଏ ଦିଗରେ ନିଜର ନିରନ୍ତର ଯୋଗଦାନ ରଖି ପାରିବ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଆଟୋମିକ ଏନର୍ଜି କମିଶନର ଅଧ୍ୟକ୍ଷ କେ.ଏନ୍.ବ୍ୟାସ ସମ୍ମାନଜନକ ଡକ୍ଟରଅଫ୍ ସାଇନ୍ସ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା ଚାନ୍ସେଲର ଟି.ଆର୍. ପରିଭେନ୍ଦର, କୁଳପତି ସନ୍ଦୀପ ସାଞ୍ଚେତି, ସଭାପତି ପି.ସତ୍ୟନାରାୟଣନ, ସହ ଅଧ୍ୟକ୍ଷ ରାମପୁରମ ଏନ୍ ନିରଞ୍ଜନ, ପ୍ରୋଭାଇସ ଚାନ୍ସେଲର ଟିପି ଗଣେଷନ, ପ୍ରୋଭାଇସ ଚାନ୍ସେଲରଡ.ଆର୍ ବାଲସୁବ୍ରମଣ୍ୟନ, ରେଜିଷ୍ଟ୍ରାର ଏନ୍. ସେଥୁରାମନ ପ୍ରମୁଖ ଉପସ୍ଥିତ ଥିଲେ।
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…
ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍ ଲୋନ୍? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ
ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍’ ବା ଗୃହ ଋଣ ଏକ ମୁଖ୍ୟ…
ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ
ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…
ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ
‘ଗୋମାୟା ପେଣ୍ଟ୍ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…
ଓରାକଲ୍ରୁ ଆମାଜନ୍ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ
ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…
Archives

