ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ବ୍ୟୟ ବରାଦ

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଶିକ୍ଷା ବିକାଶ ଅନ୍ତର୍ଗତ ରାଷ୍ଟ୍ରୀୟ ପୋଲିସ ବିଶ୍ୱ ବିଦ୍ୟାଳୟ ଏବଂ ରାଷ୍ଟ୍ରୀୟ ନ୍ୟାୟିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ ସ୍ଥାପିତ ହେବ। ଦେଶରେ ଡାକ୍ତରଙ୍କ ଅଭାବ ଦୂର ପାଇଁ ପ୍ରତି ଜିଲାରେ ହସ୍ପିଟାଲ ଖୋଲା ଯିବ। ଯୁବବର୍ଗଙ୍କୁ ଲୋକାଲ ବୋର୍ଡ ଦ୍ୱାରା ଇଣ୍ଟର୍ନଶିପ୍‌ ଦିଆଯିବ। ସେହିପରି ଡିଗ୍ରୀସ୍ତରରେ ଅନ୍‌ ଲାଇନ୍‌ କାର୍ଯ୍ୟକ୍ରମ ଆରମ୍ଭ କରାଯିବ ବୋଲି ଅର୍ଥନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ମୋଦିଙ୍କଠାରୁ ଆରମ୍ଭ କରି ଷ୍ଟାଲିନ: ଯେତେବେଳେ ରାଜନୀତିର ଦିଗ୍ଗଜ ନେତାଙ୍କ ‘ଚାଣକ୍ୟ’ ସାଜିଥିଲେ ପ୍ରଶାନ୍ତ କିଶୋର; ଆଜି ଦିଲ୍ଲୀକୁ କଲେ ଥରହର

ନୂଆଦିଲ୍ଲୀ,୩।୮: ଯେତେବେଳେ ଚାଣକ୍ୟ ସାଜିଥିଲେ ପ୍ରଶାନ୍ତ କିଶୋର: ଦିନେ ପରଦା ପଛରେ ରହି ନିର୍ବାଚନୀ ରଣନୀତି ତିଆରି କରୁଥିବା ପ୍ରଶାନ୍ତ କିଶୋର (PK) ଆଜି ନିଜେ ରାଜନୀତିର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ…

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଜୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri