ଶିକ୍ଷା ବିଭାଗରେ କଳାଦାଗ: ମହିଳା ସିଆରସିସିଙ୍କୁ ନିର୍ଯାତନା ଦେଇ ବନ୍ଧାହେଲେ ଡିଇଓ-ବିଇଓ-ପିଇଟି

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ କାର୍ଯ୍ୟରତ ଜଣେ ମହିଳା ସିଆରସିସିଙ୍କୁ ନିର୍ଯାତନା ସହିତ ଅଶ୍ଳୀଳ ମେସେଜ୍‌ କରିବା ମହଙ୍ଗା ପଡିଛି। ଏଭଳି ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ବରଗଡ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଜ୍ୟୋତିକାନ୍ତ ସାହୁ, ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୁରେନ୍ଦ୍ର ସାହୁ ଏବଂ କ୍ରୀଡା ଶିକ୍ଷକ(ପିଇଟି) ସମୀର ପାଣିଗ୍ରାହୀଙ୍କୁ ଗିରଫ କରିଛି। ଘଟଣାଟି ବରଗଡ଼ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।
ସୂଚନାଯୋଗ୍ୟ, ଶିକ୍ଷା ବିଭାଗରେ ସିଆରସିସିଭାବେ କାର୍ଯ୍ୟରତ ଜଣେ ମହିଳା ଟାଉନ ଥାନାରେ ଏତଲା ଦେବା ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଥଣ୍ଡା ପାନୀୟ ସହିତ ଚିପ୍ସ ଖାଉଛନ୍ତି କି? ସାବଧାନ! ଶରୀର ଉପରେ…

ଗ୍ରୀଷ୍ମ ଋତୁରେ ଲୋକମାନେ ପ୍ରକୃତରେ ଥଣ୍ଡା ପାନୀୟ ପିଇ ଉପଭୋଗ କରନ୍ତି । ଏହା କୌଣସି କାର୍ଯ୍ୟକ୍ରମ ହେଉ କିମ୍ବା ଘରେ ଅତିଥିମାନଙ୍କୁ ଆସିବାକୁ ହେଉ, ପ୍ରାୟତଃ…

୪୫ ବର୍ଷ ବୟସରେ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଭୋଜପୁରୀ ଅଭିନେତ୍ରୀ ସମ୍ଭାବନା ସେଠ୍‌ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ବିବାହର ୧୦ ବର୍ଷ ପରେ ସେ ଗର୍ଭବତୀ ଅଛନ୍ତି। ୪୫ ବର୍ଷ ବୟସରେ ସେ ସରୋଗେସି…

ଶେଷ ସମୟରେ ଓଲଟିଯିବ ବାଜି: ହାରୁ ହାରୁ ଜିତିଯିବେ ମମତା! ଭାଜପାର ନିଦ ହଜାଇଲା ଏହି ସଙ୍କେତ

କୋଲକାତା,୩୦।୪: ରାଜନୀତିରେ ଆମ ଆଖି ଆଗରେ ବହୁତ କିଛି ଘଟେ, ଏବଂ ସମୟ ସହିତ ନୀରବରେ ବହୁତ କିଛି ନିଷ୍ପତ୍ତି ନିଆଯାଇଥାଏ। ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ଏକ…

ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା, ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଛତ୍ରପୁର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୌରପରିଷଦରେ ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଉଥିବା ଅଭିଯୋଗ ନେଇ ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ…

ଡ୍ରେସିଂ ରୁମରେ ଇ-ସିଗାରେଟ୍ ଟାଣିବା ଘଟଣା, ରିୟାନ ପରାଗଙ୍କୁ ମିଳିଲା ଏହି ଦଣ୍ଡ

ନୂଆଦିଲ୍ଲୀ,୩୦।୪: ରାଜସ୍ଥାନ ରୟାଲ୍ସ ଅଧିନାୟକ ରିୟାନ ପରାଗଙ୍କ ପାଇଁ ଦଣ୍ଡ ଘୋଷଣା କରାଯାଇଛି । ଡ୍ରେସିଂ ରୁମ୍ ଭିତରେ ଇ-ସିଗାରେଟ୍ ଟାଣିବା ପାଇଁ ତାଙ୍କୁ ଦଣ୍ଡିତ କରାଯାଇଛି…

ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଗଞ୍ଜାମ ଜିଲାର ଛତ୍ରପୁର ସହର ଚଳଚଞ୍ଚଳ। ସହରର ନୀଳ କଣ୍ଠେଶ୍ୱର ସାହିରେ ଥିବା ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ…

ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯିବା ଘଟଣା: ତ୍ୱରିତ ନ୍ୟାୟିକ ତଦନ୍ତ ସହ ଏତେ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲା କଂଗ୍ରେସ

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀଙ୍କ କଙ୍କାଳ ଖୋଳି ମଲ୍ଲିପୋଷି…

ମୋହନାରୁ ବ୍ରହ୍ମପୁରକୁ ଚାଲାଣ ହେଉଥିଲା ଭାଙ୍ଗ, ବାଟରେ ମାଡ଼ିବସିଲେ ଅବକାରୀ କର୍ମଚାରୀ

ମୋହନା,୩୦ା୪(ମନ୍ମଥ ମିଶ୍ର): ଗଜପତି ଜିଲା ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ସାହୁଙ୍କ ନିର୍ଦ୍ଦେଶ କ୍ରମେ ବିଶେଷ ସୂତ୍ରରୁ ଖବର ପାଇ ରା.ଉଦୟଗିରି ଅବକାରୀ ଓଆଇସି ଏନ୍‌. ତ୍ରିପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri