ଫୁଲବାଣୀ ଅଫିସ, ୩ା୧୨: ଶିକ୍ଷା, ସ୍ବାସ୍ଥ୍ୟ ଆମ ଅଧିକାର ଦାବି ନେଇ ଫୁଲବାଣୀରେ ଓଡ଼ିଶା ଶ୍ରମଜୀବୀ ମଞ୍ଚ ଓ ମହିଳା ଶ୍ରମଜୀବୀ ମଞ୍ଚ ପକ୍ଷରୁ ଏକ ରାଲି ସୋମବାର ମାଦିକୁନ୍ଦା ଛକରୁ ରାଲି ବାହାରି ସହର ପରିକ୍ରମା କରିଥିଲା। ୨୦୧୦ରୁ ରାଜ୍ୟରେ ଶିକ୍ଷା ଅଧିକାର ଆଇନ ପ୍ରଚଳିତ ହେଲା ା ୧୦ ବର୍ଷ ପରେ ମଧ୍ୟ ଶିକ୍ଷା ବ୍ୟବସ୍ଥାରେ ସେପରି ସୁଧାର ଆସିନାହିଁ। ଶିକ୍ଷା ଭଳି ସ୍ବାସ୍ଥ୍ୟ ବ୍ୟବସ୍ଥା ନ କହିବା ଭଲ। ଯେଉଁଠି ଡାକ୍ତରଖାନା ଅଛି ସେଠାରେ ଡାକ୍ତର ନାହାନ୍ତି। କେତେକ ସ୍ଥାନରେ ଡାକ୍ତର ଥିବା ବେଳେ ଅନ୍ୟ ସୁବିଧା ନାହିଁ ା ତେଣୁ ପ୍ରତି ଶ୍ରେଣୀ ନିମନ୍ତେ ସ୍ବତନ୍ତ୍ର ଶ୍ରେଣୀଗୃହ ଏବଂ ଶିକ୍ଷକ ନିଯୁକ୍ତି କରିବା, ବିଦ୍ୟାଳୟ ପରିଚାଳନା କମିଟିକୁ ସକ୍ରିୟ କରିବା, ଗାଁ କଲ୍ୟାଣ ସମିତିକୁ ସମ୍ପ୍ରସାରଣ କରିବା, ଉନ୍ନତ ସ୍ବାସ୍ଥ୍ୟସେବା, ସମସ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ତରରେ ମା’ ଗୃହ ସ୍ଥାପନ କରିବାକୁ ମହିଳା ମଜୀବୀ ମଞ୍ଚର ସାବିତ୍ରୀ ମାଝି, ତେଜସ୍ବିନୀ ଦେହୁରୀ, ଭାରତୀ ରାଓ, ସସ୍ମିତା ମଲ୍ଲିକ, ଉର୍ମିଳା ମାଝି ଏବଂ ଶ୍ରମଜୀବୀ ମଞ୍ଚର ସଞ୍ଜୟ ଦିଗାଲ, ରସାଲ ଡଙ୍ଗେରିଆ, ଦୁର୍ବାସା ସେଠୀ ପ୍ରମୁଖ
ଦାବି କରିଛନ୍ତି।
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କ୍ରିକେଟ୍ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ
ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...
ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…
ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...
ପିକ୍ନିକ୍ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍ ବଣ
ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
Archives


